![]() |
ମନ ଆକୁଳିତ ହେଲେ ବି ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସାହାଯ୍ୟ ମିଳିବ । |
ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ ଧନଲାଭ ହେବ । | |
ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିପାରନ୍ତି । ସ୍ନେହମୟ ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ଧର୍ମ କାର୍ଯ୍ୟରେ ଧନବ୍ୟୟ କରିବେ । | |
ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର ମନ୍ତ୍ରାଦି ତଥା ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । | |
ମାନ ସମ୍ମାନର ଅଧିକାରୀ ହେବେ । କୁଳ ଉଜ୍ଜ୍ୱଳ କରିପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ, ସଦିଚ୍ଛା ରହିବ । | |
ସତ୍ସଙ୍ଗୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶିଳ୍ପଦ୍ୟୋଗୀ ହେବା ଆଶା କରାଯାଏ । ସୁଖୀ ହେବେ । | |
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅର୍ଥାଭାବ ଦେଖା ଦେଇପାରେ । ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନ କରିବା ଭଲ । | |
ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈଯ୍ୟବାନ୍ ହୋଇପାରନ୍ତି । ନିଜ ସ୍ୱକର୍ମ ପାଇଁ ମନରେ ଗର୍ବଭାବ ଉଦୟ ହେବ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳ ହେବେ । | |
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ଅର୍ଜନ କରିପାରନ୍ତି । ଶୁଭାଶୁଭ ମିଶ୍ରିତ ଫଳ ମିଳିବ । | |
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ କୃତକାର୍ଯ୍ୟ ହେବେ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ପକ୍ଷରେ ଯାଇପାରେ । | |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଭଲ ଆୟ ହେବ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ । | |
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମୟିକ ସାମାନ୍ୟ ପୀଡ଼ା ଅନୁଭବ କରିବେ । ମେଳାପୀ ପ୍ରକୃତିର ହେବେ । ଧାର୍ମିକ ବନ୍ଧୁପ୍ରେମୀ, ବିଦ୍ୱାନ୍ ହୋଇପାରନ୍ତି । |
Odia Calendar 2021
Comments
comments