OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 19th March 2021

Odia Rashiphala

Odia Rashiphala

ଲୋଭଗ୍ରସ୍ତ ହୋଇପାରନ୍ତି । ଧନ ଲାଭକାରୀ ହେବେ । ବିନୀତ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି । ନିତ୍ୟାନନ୍ଦ ଭୋଗ କରିବେ । ଗୁଣବାନ୍ ହେବେ । ବହୁ ବିଦ୍ୟା ପାରଙ୍ଗମ ହୋଇପାରନ୍ତି । ମାନସିକ ଅଶାନ୍ତି ଓ ସ୍ୱାସ୍ଥ୍ୟ ହାନି ଘଟିପାରେ ।
ଆୟ ପରିମାଣ ବୃଦ୍ଧି ପାଇବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଭୋଜନ ଆନନ୍ଦ ଦାୟକ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଚିନ୍ତାଧାରା ଉନ୍ନତ ହେବ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି । ସ୍ୱାଭିମାନୀ ହୋଇପାରନ୍ତି । ଶୃଙ୍ଖଳିତ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ । ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ବିଧି ବିଧାନ ମାନି ଚଳିବେ ।
ମନ ପ୍ରଫୁଲ୍ଲ ରହିବ । ଶୁଭଖବର ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସରକାରୀ ସ୍ତରରେ ସମ୍ମାନିତ ହେବେ ।
କର୍ତ୍ତବ୍ୟ ପାଳନରେ ନିଷ୍ଠାପର ହେବେ । ସୁସମ୍ୱାଦ ଶୁଣି ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
କାର୍ଯ୍ୟର ସଫଳ ରୂପାୟନ କରି ଆଶ୍ୱସ୍ତ ହେବେ । କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ପ୍ରବଚନ ଶୁଣିବାକୁ ଇଚ୍ଛା କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅର୍ଥ ଟାଣଟୁଣ ରହିବ । ପାରିବାରିକ ଅଶାନ୍ତି । ଉପୁଜିପାରେ । ସତ୍‌ପୁତ୍ର ଲାଭ କରିପାରନ୍ତି । ଗୁଣଜ୍ଞ ହେବେ । ଦୟାଳୁ ହୋଇପାରନ୍ତି । ରାଜପୂଜା ମିଳିବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ ।
ବନ୍ଧୁ ମିଳନ ଆନନ୍ଦଦାୟକ ହେବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ମିଳିବ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣ ପରିଶୋଧ କରିପାରନ୍ତି ।
ବିଚାର ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ପ୍ରୀତିଭୋଜନ ମିଳିବ । ଆନନ୍ଦ ଉପଭୋଗ କରିବେ ।
ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅସାଧ୍ୟ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଉଦ୍ୟମ ପ୍ରଶଂସନୀୟ ହେବ । ଦୟାଳୁ ସ୍ୱଭାବର ହେବେ ।
ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ପ୍ରଶସ୍ତ ରହିଛି । ଦେବ ପୂଜା ନିରତ ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ଜଟିଳ ସମସ୍ୟାର ସମାଧାନ କରିବାରେ ସିଦ୍ଧହସ୍ତ ହେବେ । ସ୍ୱକର୍ମ ପାଇଁ ଗର୍ବିତ ହେବେ ।
ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବନ୍ଧୁ ସହାୟତା ମିଳିପାରେ । ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ । ସେବା କାର୍ଯ୍ୟରେ ମନ ଦେଇ ପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments