ଭାଗ୍ୟଶାଳୀ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ବ୍ୟକ୍ତିବିଶେଷଭାବେ ପରିଗଣିତ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
କର୍ମଚଞ୍ଚଳ ରହିବେ । ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଉପଜୁପାରେ । ସାଧନାର ପ୍ରଥମ ସୋପାନ, ଏକାନ୍ତବାସକୁ ଇଚ୍ଛା କରିବେ । ମଧୁରଭାଷୀ ହେବେ । ସାହସୀ, ଜ୍ଞାନୀ ଓ କ୍ରୋଧୀ ହୋଇପାରନ୍ତି । | |
କାର୍ଯ୍ୟରେ ସଫଳତା ଲାଭ କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ । | |
ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । | |
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଅଳ୍ପ କିଛି ସମୟ ପାଇଁ ଆମୋଦପ୍ରମୋଦରେ ବୁଡ଼ିରହି ପାରନ୍ତି । ସ୍ୱାଭିମାନୀ ହେବେ । ମିଳିତ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ମାତ୍ରାରେ ଶାରୀରକି ଅସୁସ୍ଥତା ଅନୁଭବ କରିପାରନ୍ତି । ସମାଜସେବା ପ୍ରତି ମନ ବଳାଇପାରନ୍ତି । | |
ଭୟହୀନ ହୋଇପାରନ୍ତି । ବନ୍ଧୁ ସୁଖ ମିଳିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତି ଓ ଧୈର୍ଯ୍ୟଶୀଳ ହେବେ । ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ । ଈଶ୍ୱର ବିଶ୍ୱାସୀ ହେବେ । | |
ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି । ଭ୍ରାତୃଭାବ ଅକ୍ଷୁଣ୍ଣ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶାରୀରକି ଶକ୍ତି ବୃଦ୍ଧି ହେବ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଢେର ସୁନାମର ଅଧିକାରୀ ହେବେ । | |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱସମ୍ପନ୍ନ ହେବେ । | |
କାର୍ଯ୍ୟରେ ସଫଳତା ମିଳିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିର ଉନ୍ନତି ପାଇଁ ଚିନ୍ତା କରିବେ । ଯାନବାହନ ସୁଖ ମିଳିବ । | |
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃଭାବ ଅତୁଟ ରହିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବା ଆଶା କରାଯାଏ । |