OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 1st April 2022

Odia Rashiphala

Odia Rashiphala

ଅଶ୍ୱୀନୀ ଓ ଦ୍ୱୀଜା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ଚିନ୍ତାଧାରା ଉନ୍ନତମାନର ହେବ ତପ-ସାଧନାରେ ବ୍ରତୀ ହୋଇପାରନ୍ତି। ଯଜ୍ଞାଦି କର୍ମରେ ବ୍ୟୟାଧିକ ହୋଇପାରେ। କୃତ୍ତିକା ନକ୍ଷତ୍ରର ସାମାନ୍ୟ ଶୁଭଫଳ।
ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତି ଅଧିକ ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କୃତ୍ତିକା ଓ ମୃଗଶିରାର ସାମାନ୍ୟ ଶୁଭ।
ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତି କର୍ମ କ୍ଷେତ୍ରରୁ ଅପୂର୍ବ ସଫଳତା ଲାଭ କରିବେ। ଆର୍ଥିକ ସ୍ତିତିରେ ପ୍ରଭୂତ ଉନ୍ନତି ଘଟିବ। ବିବାଦରେ ବିଜୟୀ ହେବେ। ମୃଗଶିରା ଓ ପନୁର୍ବସର ସାମାନ୍ୟ ଶୁଭ।
ପଷ୍ୟା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତାର ସଦ୍ ବ୍ୟବହାର କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ମୃଗଶିରା ଓ ପନୁର୍ବସର ସାମାନ୍ୟ ଶୁଭ।
ମଘା ଓ ପୂର୍ବା ଫାଲ୍ଗନୁୀ ନକ୍ଷତ୍ର ଜାତ ବ୍ୟକ୍ ଉପୁଜିଥିବା ସମସ୍ୟାର ମକୁାବିଲା କରି ଉଧୁରିଯାଇ ପାରନ୍ତି। ସାମାନ୍ୟ ଅସସ୍ଥୁତା ଅନୁଭବ କରିବେ। ଉତ୍ତରା ଫାଲ୍ଗୁନୀ ଜାତ ବ୍ୟକ୍ତି ସତର୍କରେ ଚଳିବେ।
ହସ୍ତା ନକ୍ଷତ୍ରଜାତ ବ୍ୟକ୍ ଧତି ର୍ମପତ୍ନୀଙ୍କ ଉପଦେଶରେ ପରିଚାଳିତ ହେବେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଆଜି ବହୁ ସୁଖକର ଘଟଣା ଘଟିବ। ଉତ୍ତରା ଫାଲ୍ଗୁନୀ ଜାତ ବ୍ୟକ୍ତି ସତର୍କରେ ଚଳିବେ।
ସ୍ୱାତୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ବନ୍ଧୁ ସହାୟତା ମିଳିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଋଣ ପରିଶୋଧ କରିବେ। ଚିତ୍ରା ଓ ବିଶାଖା ନକ୍ଷତ୍ରର ସାମାନ୍ୟ ଶୁଭ।
ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତି ବିଦ୍ୟାଭ୍ୟାସୀ ହେବେ। ବିଭିନ୍ନ ସୂତ୍ରରୂ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ।
ମୂଳା ଓ ପୂର୍ବାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଶ୍ରମରେ ମଲ୍ୟାଙ୍କନ ହେବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ୍ ହେବେ। ଉତ୍ତରାଷାଢ଼ା ଧନିଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ କଷ୍ଟ।
ଶ୍ରବଣା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଆର୍ଥିକ ସ୍ତିତିରେ ଢେର ଉନ୍ନତି ଘଟିବ। ଭଗବତ ପ୍ରେମୀ ହେବେ। ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ଅଛି। ଉତ୍ତରାଷାଢ଼ା ଧନିଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ।
ଶତଭିଷା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଭାଗ୍ୟୋନ୍ନତି ଯୋଗ ଅଛି। ବିଭିନ୍ନ୍ତରରୁ ଧନାଗମ ହେବ। ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଧନିଷ୍ଠା ଓ ପୂର୍ବଭାଦ୍ର ନକ୍ଷତ୍ରର ସାମାନ୍ୟ ଶୁଭ।
ଉତ୍ତରଭାଦ୍ର ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଆୟ ଉତ୍ତମ ଧରଣର ହେବ। ସମିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ପୂର୍ବଭାଦ୍ର ଓ ରେବତୀ ନକ୍ଷତ୍ରଜାତଙ୍କ ଶୁଭ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments