OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 20th Nov 2020

Odia Rashiphala

Odia Rashiphala

ସାଧନା ଫଳବତୀ ହେବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସ୍ୱଚ୍ଛ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ୟୋଗୀ ହେବେ ।
ଧନକ୍ଷୟ ହେବାର ସୂଚନା ମିଳୁଛି । ସ୍ୱାଭିମାନୀ ହେବେ । ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟରେ ହାତ ନ ଦେଇ ଶୁଭ ସମୟକୁ ଅପେକ୍ଷା କରନ୍ତୁ । କାବ୍ୟକର୍ତ୍ତା ହେବେ ।
ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ନିଜ କାର୍ଯ୍ୟ ପାଇଁ ମନରେ ଅହଂଭାବ ଆସିପାରେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ମନସ୍କାମନା ପୂର୍ଣ୍ଣ ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ପତ୍ନୀ ଆଜ୍ଞାକାରିଣୀ ହେବେ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମ ଉପରେ ଗୁରୁତ୍ୱ ଦେବେ । ପ୍ରେମୀ ଓ ବୁଦ୍ଧିମାନ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ସାଙ୍ଗଠନିକ କାର୍ଯ୍ୟରେ ନିୟୋଜିତ ହେବେ । ମନ ପ୍ରସନ୍ନ ରହିବ । ଜଣେ ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ । ବିବାଦରେ ବିଜୟୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟ ଲାଭଜନକ ହେବ । ବିଭିନ୍ନ ଦିଗରୁ ଧନାଗମ ହେବ । ମିତ୍ର ସୁଖ ଲାଭ କରିବେ ।
କାର୍ଯ୍ୟରେ ସଫଳତା ମିଳିବ; ମାତ୍ର କିଛିଟା କଷ୍ଟ ସହିବାକୁ ପଡ଼ିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବେ । ଭଲ ଆୟ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ ।
ପଥରୋଧ କରିବାକୁ କେହି ଉଦ୍ୟମ ଚଳାଇପାରନ୍ତି । କର୍ମଚଞ୍ଚଳ ରହିବେ । କିଛି ସମୟ ପାଇଁ ନିରୋଳାରେ ସମୟ କଟାଇବାକୁ ଇଚ୍ଛା କରିବେ । ଧାର୍ମିକ ପ୍ରବୃତ୍ତିର ହେବେ । ସ୍ନେହପୂର୍ଣ୍ଣ କଥାରେ ପରକୁ ଆପଣାର କରିବେ ।
ବିଭିନ୍ନ ଦିଗରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ କରିପାରନ୍ତି । ସୁଖୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments