![]() |
ଚିନ୍ତାମୁକ୍ତ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ପତ୍ନୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । |
ଭ୍ରାତୃ ବିବାଦର ଅବସାନ ଘଟିବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବଳଶାଳୀ ଓ ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୈନିକମାନେ ରଣକ୍ଷେତ୍ରରେ ଦାୟିତ୍ୱ ପ୍ରଦର୍ଶନ କରିବେ । ମୋକଦ୍ଦମାରେ ଜିଣିବେ । ଧନଲାଭ ହେବ । | |
ପ୍ରତିଦ୍ୱନ୍ଦ୍ୱିତାରେ ଜଡ଼ିତ ହେବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତପ୍ରିୟ ହେବେ । ମଧୁର କଥାରେ ଅନ୍ୟମାନଙ୍କୁ ଆପଣାର କରିବାରେ ସକ୍ଷମ ହେବେ । | |
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଗୃହ ସୁଖ ଓ ଯାନବାହନ ସୁଖ ଭୋଗ କରିପାରନ୍ତି । | |
ଶକ୍ତି ଆହରଣ କରି ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ଭ୍ରମଣ ସୁଖଦାୟକ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିବେ । | |
ନିର୍ଭୀକ ହେବେ । ପରୋପକାରୀ ହେବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଉତ୍ସବାଦିରେ ପ୍ରିୟଜନଙ୍କ ସହ ସମ୍ମିଳିତ ହୋଇପାରନ୍ତି । ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ଉଚ୍ଚସ୍ଥାନ ଆରୋହଣ ନ କରିବା ଭଲ । | |
ଶୁଭଖବର ପାଇ ଉତ୍ଫୁଲ୍ଲିତ ହେବେ । ବନ୍ଧୁ-ସୁଖ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇବା ସହ ନିୟୋଜିତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ମନରେ ଅହଂଭାବ ଆସି ପାରେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ । | |
ଅଟକି ଥିବା କାର୍ଯ୍ୟରେ ଆଗକୁ ବଢ଼ିବେ । ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । | |
ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ । | |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । କୃଷିକର୍ମକାରୀ ହୋଇପାରନ୍ତି । ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ । | |
ସମସ୍ୟାକୁ ସମାଧାନ କରିବାକୁ ଚେଷ୍ଟା କରି ସଫଳତା ଲାଭ କରିବେ । କାର୍ଯ୍ୟ ସହଜ, ସୁଲଭ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ହେବେ । ସାହସ ଖଟାଇ କାର୍ଯ୍ୟ କରିବେ । |
Odia Calendar 2019
Comments
comments