OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 21th Aug 2020

Odia Rashiphala

Odia Rashiphala

ମନରେ ଅହଂଭାବ ପୋଷଣ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସାମାନ୍ୟ ଚକ୍ଷୁପୀଡ଼ା ସାମୟିକ ଭାବେ ଅନୁଭବ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । ଲଟେରୀ ଉଠାଣ ଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଶ୍ୱଶୁର ଘରର ସହାୟତା ପାଇପାରନ୍ତି ।
ତର୍କର ସମ୍ମୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାରିଦ୍ର୍ୟ ଦୂରୀକରଣରେ ସହାୟକ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର ଭାଷା ଅନ୍ୟମାନଙ୍କୁ ମୋହିତ କରିପାରେ । ପ୍ରେମୀ ଓ ସାହାସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ । ବନ୍ଧୁ ପ୍ରେମୀ ହେବେ ।
ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ସହିଷ୍ଣୁ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ଧନଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବାର ସୂଚନା ମିଳୁଛି ।
କାର୍ଯ୍ୟଟିକୁ ଆୟତାଧୀନ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜକୋଷ ଅର୍ଥ ମିଳିବ । ଧନସମ୍ପଦ ଉଣା ହେବ ନାହିଁ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ହାତଛଡ଼ା ହୋଇଥିବା କାର୍ଯ୍ୟକୁ ପୁଣି କରାୟତ କରିପାରନ୍ତି । ବ୍ୟାୟାଧିକ ହେବାର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ । ରାଜଯୋଗ ଅଛି । ଧାର୍ମିକ ହେବେ ।
ବିଭିନ୍ନ ସ୍ତରରୁ ଧନଲାଭର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜଧନ ପ୍ରାପ୍ତ ହୋଇପାରନ୍ତି ।
ଶ୍ରମ ସାର୍ଥକ ହେବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ପ୍ରକୃତିର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ । ସରକାରୀ ଅର୍ଥ ମିଳିବ ।
ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ ।
ଯାହା କରିବେ; ତାହା ଠିକ୍ ବାଟରେ ଚାଲିବ । ଆମୋଦ-ପ୍ରମୋଦରେ କିଛି ସମୟ ବିତାଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସତର୍କତାର ଦିନ ।
ବିନା ପରିଶ୍ରମରେ ଲାଭବାନ୍ ହେବେ । ସୁଖ-ସନ୍ତୋଷ ଳାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ଆପଣଙ୍କ ପତ୍ନୀ ଆପଣଙ୍କୁ ପତ୍ତନରୁ ଉଦ୍ଧାର କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments