![]() |
ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ମନ ପ୍ରଫୁଲ୍ଲ ରହିବ । |
ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇ ପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କାର୍ଯ୍ୟ କରିପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ ହେବେ । ଯାନବାହନଜନିତ ସୁଖ ଭୋଗ କରିପାରନ୍ତି । | |
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ମଧୁର ହୋଇପାରେ । ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ । ଧାର୍ମିକ, ବନ୍ଧୁପ୍ରେମୀ ହେବେ । | |
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାଭ୍ୟାସୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କଠାରୁ ସହାୟତା ମିଳିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । | |
ଶ୍ରୀ ଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି-ମୋକଦ୍ଦମାର ଭୟ ଆପଣଙ୍କ ସପକ୍ଷରେ ରହିବ । ଧନପ୍ରାପ୍ତିର ସୂଚନା ମିଳୁଛି । ନୂଆ ବନ୍ଧୁଙ୍କ ସାନିଧ୍ୟ ଶୁଭଦାୟକ ହେବ । | |
କର୍ମଚଞ୍ଚଳ ରହିବେ । ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଉପୁଜିପାରେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । | |
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତ ହେବେ । | |
ମନ ପ୍ରସନ୍ନ ରହିବ । କୁଳ ଉଜ୍ଜ୍ୱଳକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ । ଶ୍ରମ ସାର୍ଥକ ହେବ । | |
କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗବିଳାସ କରିପାରନ୍ତି । ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ପରିସ୍ଥିତିରେ ପଡ଼ି ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ; ତଥାପି ଧର୍ମକାର୍ଯ୍ୟରେ ମନୋନିବେଶ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କରେ ଚଳିବେ । | |
ସୁସ୍ଥ ଓ ନିରାମୟ ରହିବେ । ତେଜସ୍ୱୀ ହେବେ । ବ୍ୟବସାୟ ଲାଭଜନକ ହେବ । ସେବାଧର୍ମରେ ଦୀକ୍ଷିତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ଅବିବାହିତମାନଙ୍କର ସୁକନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହେବ । | |
ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳବାନ୍ ହୋଇପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । |
Odia Calendar 2021
Comments
comments