![]() |
ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିକ୍ଷେତ୍ରରେ ସୁନାମ ଅର୍ଜନ କରିବେ । |
ମାନସିକ ସ୍ଥିତି ଦୃଢ଼ ରହିବ । ଘାତଚନ୍ଦ୍ର ଭୋଗ ହେତୁ ଜଗିରଖି ଚଳିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ ହେବେ । | |
ଆୟ ବୃଦ୍ଧିର ସୂଚନା ମିଳୁଛି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମ ଉପରେ ଗୁରୁତ୍ୱ ଦେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହୋଇପାରନ୍ତି । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ବାଧା-ବିଘ୍ନକୁ ଏଡ଼ାଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ଚାଲିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ଭାବେ ଆଦରଣୀୟ ହେବେ । ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ । | |
ଉପୁଜି ଥିବା ସମସ୍ତ କଷ୍ଟ ଦୂରେଇ ଯିବ । ଆଳସ୍ୟ ପରାୟଣ ହେଲେ ବି, ଭାଗ୍ୟଶାଳୀ ହେବେ । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ । | |
ଉତ୍ସବାଦିରେ ଯୋଗଦାନ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ଅଥବା ମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭ ହେବାର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତ ହେବ । | |
ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ବିପଦରେ ପଡ଼ିପାରନ୍ତି । ଗତିପଥରେ ବାଧା ଜନ୍ମିପାରେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଛଳନାପୂର୍ଣ୍ଣ ମିଠା କଥାରେ ଅନ୍ୟକୁ ବଶକରି ପାରନ୍ତି । ସାହସୀ ହେବେ । | |
ଚାଲୁ ରହିଥିବା କାର୍ଯ୍ୟ ଅଧିକ ସୁବିଧାଜନକ ହେବ । ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରୁ ସମ୍ମାନ ଓ ଧନ ମିଳିବ । | |
ଶିକ୍ଷାକ୍ଷେତ୍ରରେ ଅଧିକ ସଫଳତା ମିଳିବ । କର୍ମକ୍ଷେତ୍ର ଉତ୍ସାହଜନକ ହେବ । କୁଳଦୀପକ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି ଗର୍ବିତ ହେବେ । | |
ଅର୍ଥ ଉପାର୍ଜନ ପାଇଁ ସୁଯୋଗ ମିଳିବ । ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସମୟ ହୋଇପାରେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । | |
ନିଜ କାର୍ଯ୍ୟର ନିଜେ ସମୀକ୍ଷା କରିବେ । ଚିନ୍ତାଧାରା ଉନ୍ନତମାନର ହେବ । ସ୍ୱାଭମାନୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଧର୍ମବଳ ତେଜ୍ ଥିବାରୁ ଧନ ଓ ଶ୍ରେଷ୍ଠ ମାନ୍ୟତା ମିଳିପାରେ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କତା ଆବଶ୍ୟକ । | |
ଅଭାବ ରହିବ ନାହିଁ । ବନ୍ଧୁ ମିଳନ ଘଟିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜସେବୀ ହେବେ । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ପରାମର୍ଶଦାତା ହେବେ । ଅବିବାହିତମାନଙ୍କର ସୁକନ୍ୟା ସହ ବିବାହ ସ୍ଥିର ହେବ । |
Odia Calendar 2019
Comments
comments