OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 23th April 2021

Odia Rashiphala

Odia Rashiphala

କର୍ମଚଞ୍ଚଳ ରହିବେ । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ ।
ଉଦାର ସ୍ୱଭାବର ହେବେ । ଦାନ ଧ୍ୟାନରେ ନିମଗ୍ନ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ ।
ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ସ୍ନେହପୂର୍ଣ୍ଣ ଭାଷା ପ୍ରୟୋଗ କରି ସାମାଜିକ ସ୍ତରରେ ଆଦରଣୀୟ ହେବେ । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ, ଶାନ୍ତିପ୍ରିୟ, ମଧୁରଭାଷୀ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କ ସହାୟତାରେ ଅସାଧ୍ୟ ସାଧନ କରିପାରନ୍ତି । ନୀତିନିଷ୍ଠ ହେବେ ।
ସେବକ ମନୋଭାବ ହୋଇପାରନ୍ତି । ବଳଶାଳୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ଧନ ସମ୍ପଦ ଭରପୂର ରହିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଏକାନ୍ତରେ ସମୟ ବିତାଇ ପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି । ମଧୁର କଥା କହି ପରକୁ ଆପଣାର କରିପାରନ୍ତି ।
ରୋଜଗାର ଆଶାନୁରୂପ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନ ଲାଭ ହେବ ।
ପରିଶ୍ରମର ମୂଲ୍ୟ ମିଳିବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି ସୁଖୀ ହେବେ । ପାରିବାରିକ ସ୍ନେହ ରହିବ ।
ସେବାକ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ବହୁମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ହିତୋପଯୋଗୀ ହେବେ ।
ଶତ୍ରୁର ଉପସ୍ଥିତି ପ୍ରଥମେ ଆପଣଙ୍କୁ ବିବ୍ରତ କରିପାରେ । ବନ୍ଧୁ ସହାୟତା ମିଳିବ । ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments