OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 24th Dec 2021

Odia Rashiphala

Odia Rashiphala

କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ପଢ଼ାଲେଖାରେ ମନ ଦେବେ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ରହିବେ । କୃଷିକ୍ଷେତରୁ ଲାଭ ମିଳିବ । ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । କଥା, ଭାଷା ଓ ବ୍ୟବହାର ରୁଚିପୂର୍ଣ୍ଣ ହେବ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ବିକଶିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ ।
କାର୍ଯ୍ୟରେ ବାଧା ଉପଜୁାଇବାକୁ କେହି ଉଦ୍ୟମ ଚଳାଇ ପାରନ୍ତି । କର୍ମ ଚଞ୍ଚଳ ରହିବେ । ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି । ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଭ୍ରମଣ ଯୋଗ ଅଛି । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ହେବେ । ବିଳାସବ୍ୟସନ କରିପାରନ୍ତି । ଦନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିଶୋଧ ପରାୟଣ ହେବ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭକାର୍ଯ୍ୟକୁ ସ୍ଥଗିତ ରଖିପାରନ୍ତି । ସତର୍କରେ ଚଳିବାକୁ ପଡ଼ିବ ।
ସୁଖ-ସନ୍ତୋଷ ଲାଭ କରିବେ । ବ୍ୟବସାୟରେ ଢେର ଉନ୍ନତି ଘଟିବ । ସମାଜସେବାରେ ନିଜକୁ ନିୟୋଜିତ କରିବେ । ଧୈର୍ଯ୍ୟବାନ୍ ହେବେ । ଶାଶ୍ୱତ ସତ୍ୟର ସନ୍ଧାନ ମିଳିବ । ଏକ ପତ୍ନୀ ବ୍ରତରେ ବ୍ରତୀ ହେବେ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments