Odia Rashiphala

Odia Rasiphala Friday 25th January 2019

Daily Odia Horoscope

ଶତ୍ରୁ ଦମନ କରିପାରନ୍ତି । ଏଥିପାଇଁ ବହୁବିଘ୍ନର ସମ୍ମୁଖୀନ ହେବେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହେବେ ।
ମାନସିକ ସ୍ତରରେ ଚଞ୍ଚଳତା ଅନୁଭବ କରିବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କତା ଅବଲମ୍ବନ କରିବାକୁ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରିରେ ବାଜିମାତ୍ ହେବାର ସୁଯୋଗ ଅଛି। ବ୍ୟବସାୟରେ ପ୍ରଚୁର ଲାଭ ହେବ ।
ଧନଲାଭ ହୋଇପାରେ। ନିଜକୁ କଳହମୁକ୍ତ ରଖିବାକ ପଡ଼ିବ । ଉଦାର ପ୍ରକୃତିର ହେବେ। ଦାନ-ଧର୍ମକୁ ଆଦରି ନେଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭ ମିଳିବ |
ବ୍ୟବସାୟରେ ପ୍ରଭୂତ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ସୁଭାଷୀ ହେବେ । ପ୍ରେମୀ ଓ ସାହସୀ ହେବେ । ଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ ।
କଳହ ଠାରୁ ଦୂରେଇ ରହିବାକୁ ଚେଷ୍ଟା କରିବେ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବାର ସଯୋଗ ସୃଷ୍ଟି ହୋଇଛି । ପରଦେଶବାସୀ, ମଧୁରଭାଷୀ ଓ ସହନଶୀଳ ହେବେ ।
ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ରୋଜଗାର ଆଶାକୁ ରୂପ ହେବ। ମିଷ୍ଟାନ୍ନ ଭୋଜନ ମିଳିବ । ସରକାରୀ କିମ୍ବା ବନ୍ଧୁ ସହାୟତାରେ ଲାଭବାନ ହୋଇପାରନ୍ତି । ମୋକଦ୍ଦମାରେ ବିଜୟ ଲାଭ କରି ଧନପ୍ରାପ୍ତ ହେବେ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
ଅଭାବ ଦୂରେଇ ଯିବ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତରେ ସମୟ ବିତାଇବାକୁ ଚେଷ୍ଟା କରିବେ । ପ୍ରିୟଭାଷୀ ଭାବେ ଅନ୍ୟର ମନ କିଣି ପାରନ୍ତି । ରାଜଯୋଗ ପ୍ରାପ୍ତ ହେବେ ।
ନିଜ ସମ୍ପର୍କୀୟ ଲୋକେ ହଇରାଣ କରିବାକୁ ଚେଷ୍ଟା କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ ।
ପାରିବାରିକ ସାଧନାରେ ସିଦ୍ଧିପ୍ରାପ୍ତ ହେବାର ସଚନା ମିଳୁଛି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ଶରୀର ସସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ମନ ଚଞ୍ଚଳ ରହିବ । ଧର୍ମକାର୍ଯ୍ୟ ସମ୍ପାଦନ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧି ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହୋଇପାରନ୍ତି ।
ଧନାଦି ପ୍ରାପ୍ତିରେ ସୁଖଲାଭ କରିବେ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରହିବେ । ଜଳଯାତ୍ରା ମନା । ଭାଗବ୍ୟବସାୟ ଲାଭଜନକ ହେବ।
ଗୃହକାର୍ଯ୍ୟରୁ ଆନନ୍ଦ ମିଳିବ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧର୍ଯ୍ୟବାନ୍ ହୋଇପାରନ୍ତି । ବନ୍ଧୁ ସହାୟତା ପାଇ ଆନନ୍ଦ ଅନୁଭବ କରିପାରନ୍ତି । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments

Tags

Leave a Reply

Your email address will not be published. Required fields are marked *

Back to top button
ଜମାରୁ ମିସ କରନ୍ତୁନି !!! - DON’T MISS OUT !!!
Subscribe To OdiaWeb
Be the first to get latest updates and exclusive content straight to your email inbox.
ନୁଆ ନୁଆ ନିଉଜ ଆଉ ତଥ୍ୟ ଆପଣଙ୍କ ମେଲ ରେ, ଆଜିହିଁ ସବସ୍କ୍ରାଇବ କରନ୍ତୁ ।

ନିଉଜ, ଫିଲ୍ମ, ଗୀତ, ଫଟୋ, ଭିଡିଓ, ଶାୟରୀ, ମୋବାଇଲ ଆପ୍, ଚାକିରୀ, ସ୍ୱାସ୍ଥ୍ୟ, ଖାଦ୍ୟ ଏବଂ ଆହୁରି କେତେ....
Stay Updated
Give it a try, you can unsubscribe anytime.  ଆପଣ କେବେବି ଅନସବସ୍କ୍ରାଇବ କରିପାରିବେ ।
Close
X