OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 25th January 2019

Odia Rashiphala

Odia Rashiphala

ଶତ୍ରୁ ଦମନ କରିପାରନ୍ତି । ଏଥିପାଇଁ ବହୁବିଘ୍ନର ସମ୍ମୁଖୀନ ହେବେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହେବେ ।
ମାନସିକ ସ୍ତରରେ ଚଞ୍ଚଳତା ଅନୁଭବ କରିବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କତା ଅବଲମ୍ବନ କରିବାକୁ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରିରେ ବାଜିମାତ୍ ହେବାର ସୁଯୋଗ ଅଛି। ବ୍ୟବସାୟରେ ପ୍ରଚୁର ଲାଭ ହେବ ।
ଧନଲାଭ ହୋଇପାରେ। ନିଜକୁ କଳହମୁକ୍ତ ରଖିବାକ ପଡ଼ିବ । ଉଦାର ପ୍ରକୃତିର ହେବେ। ଦାନ-ଧର୍ମକୁ ଆଦରି ନେଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭ ମିଳିବ |
ବ୍ୟବସାୟରେ ପ୍ରଭୂତ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ସୁଭାଷୀ ହେବେ । ପ୍ରେମୀ ଓ ସାହସୀ ହେବେ । ଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ ।
କଳହ ଠାରୁ ଦୂରେଇ ରହିବାକୁ ଚେଷ୍ଟା କରିବେ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବାର ସଯୋଗ ସୃଷ୍ଟି ହୋଇଛି । ପରଦେଶବାସୀ, ମଧୁରଭାଷୀ ଓ ସହନଶୀଳ ହେବେ ।
ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ରୋଜଗାର ଆଶାକୁ ରୂପ ହେବ। ମିଷ୍ଟାନ୍ନ ଭୋଜନ ମିଳିବ । ସରକାରୀ କିମ୍ବା ବନ୍ଧୁ ସହାୟତାରେ ଲାଭବାନ ହୋଇପାରନ୍ତି । ମୋକଦ୍ଦମାରେ ବିଜୟ ଲାଭ କରି ଧନପ୍ରାପ୍ତ ହେବେ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
ଅଭାବ ଦୂରେଇ ଯିବ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତରେ ସମୟ ବିତାଇବାକୁ ଚେଷ୍ଟା କରିବେ । ପ୍ରିୟଭାଷୀ ଭାବେ ଅନ୍ୟର ମନ କିଣି ପାରନ୍ତି । ରାଜଯୋଗ ପ୍ରାପ୍ତ ହେବେ ।
ନିଜ ସମ୍ପର୍କୀୟ ଲୋକେ ହଇରାଣ କରିବାକୁ ଚେଷ୍ଟା କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ ।
ପାରିବାରିକ ସାଧନାରେ ସିଦ୍ଧିପ୍ରାପ୍ତ ହେବାର ସଚନା ମିଳୁଛି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ଶରୀର ସସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ମନ ଚଞ୍ଚଳ ରହିବ । ଧର୍ମକାର୍ଯ୍ୟ ସମ୍ପାଦନ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧି ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହୋଇପାରନ୍ତି ।
ଧନାଦି ପ୍ରାପ୍ତିରେ ସୁଖଲାଭ କରିବେ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରହିବେ । ଜଳଯାତ୍ରା ମନା । ଭାଗବ୍ୟବସାୟ ଲାଭଜନକ ହେବ।
ଗୃହକାର୍ଯ୍ୟରୁ ଆନନ୍ଦ ମିଳିବ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧର୍ଯ୍ୟବାନ୍ ହୋଇପାରନ୍ତି । ବନ୍ଧୁ ସହାୟତା ପାଇ ଆନନ୍ଦ ଅନୁଭବ କରିପାରନ୍ତି । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments