![]() |
ଈଶ୍ୱର ବିଶ୍ୱାସୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ । ମନ ପ୍ରସନ୍ନ ରହିବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ଦାମ୍ପତ୍ୟ ସୁଖ ମିଳିବ । |
![]() |
କୌଣସି ଏକ ନିର୍ଦିଷ୍ଟ କାରଣରୁ ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ । ସ୍ୱାଭିମାନୀ ହେବେ । ଭାଗୁଆଳୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା କରିବା ମନା । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । |
![]() |
ବନ୍ଧୁ ମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡ଼ିବ । ଅହଂକାରୀ ହୋଇପାରନ୍ତି । |
![]() |
ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । |
![]() |
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ପତ୍ନୀ ଆଜ୍ଞାକାରିଣୀ ହେବେ । |
![]() |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି କାର୍ଯ୍ୟକାରୀ ହୋଇପାରନ୍ତି । ଦଳ ପ୍ରତି ଆଦର ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ ହେବେ । ସୁସ୍ଥ ଓ ନିରାମୟ ରହିବେ । |
![]() |
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁରଭାଷୀ ହେବେ । ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ । |
![]() |
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକଶିତ ହେବ । ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ଓ ଶାସ୍ତ୍ରଜ୍ଞ ହେବେ । ପାରିବାରିକ ସୁଖ ମିଳିବ । ଆନନ୍ଦରେ ଦିନଟି କଟିବ । |
![]() |
ଆୟ ଆଶାନୁରୂପ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଯଶ୍ୱସୀ ହେବେ । |
![]() |
କର୍ମ ଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ । ଅଧିକ ବ୍ୟୟର ସମ୍ମୁଖୀନ ହେବେ । ଛଳନା ପୂର୍ଣ୍ଣ କଥାରେ ପରକୁ ଆପଣାର କରିବେ । |
![]() |
ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଅସାଧ୍ୟ ସାଧନ କରିବାରେ ପାରଙ୍ଗମ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତ ହେବେ । ସ୍ତ୍ରୀ ବୁଦ୍ଧିରେ ପରିଚାଳିତ ହେବେ । |
![]() |
ଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ । କୂଳ ଉଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । କର୍ମ ଚଞ୍ଚଳ ରହିବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । |