![]() |
ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଧୈର୍ଯ୍ୟ ଓ ସାହସର ସହିତ ବିପଦର ମୁକାବିଲା କରିବେ । ଆଜି ସତର୍କତାର ଦିନ । |
![]() |
ପୁଣ୍ୟପ୍ରଭା ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । |
![]() |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ସର୍ବସକ୍ତିର ଆଧାର ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଶୁଭଫଳରୁ ବଞ୍ଚିତ ହେବେ । |
![]() |
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱସମ୍ପନ୍ନ ହେବେ । |
![]() |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମକୁ ଦୀକ୍ଷାଭାବେ ଗ୍ରହଣ କରିବେ । ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭପ୍ରାପ୍ତ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । |
![]() |
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଉଦାର, ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଭିନ୍ନ ସ୍ତରରୁ ଧନାଗମ ହେବ । ବନ୍ଧୁ ସହାୟତା ମିଳିବ । |
![]() |
ଶୀଳଧନ ଅର୍ଜନ କରିବେ । ସୁସ୍ଥ ଓ ନିରାମୟ ରହିବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି । ପ୍ରୀତିଭୋଜନରେ ଆପ୍ୟାୟିତ ହେବେ । |
![]() |
ଭାଷା ଓ ବ୍ୟବହାର ରୁଚି ସମ୍ପନ୍ନ ହେବ । ଉଚିତ ମାର୍ଗରେ ଧନ ବ୍ୟୟ କରି ସନ୍ତୁଷ୍ଟ ହେବେ । କର୍ମଚଞ୍ଚଳ ରହିବେ । ସାହସୀ ଓ ଜ୍ଞାନ-ଗରିମାଯୁକ୍ତ ହେବେ । ସୃଜନଶୀଳ ମନୋଭାବର ହୋଇପାରନ୍ତି । |
![]() |
ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତି ହେବ । ବ୍ୟବସାୟ ଲାଭଜନକ ହେବ । |
![]() |
ବଂଶର ଟେକ ରଖିବାରେ ପାରଙ୍ଗମ ହେବେ । କୁଳପ୍ରଦୀପ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଦୟାର୍ଦ୍ରଚିତ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ପାରିବାରିକ ସ୍ନେହ ରହିବ । |
![]() |
ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ବୁଡ଼ି ରହିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |