OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 2nd August 2019

Odia Rashiphala

Odia Rashiphala

ବନ୍ଧୁବର୍ଗଙ୍କ ଶ୍ରଦ୍ଧା ଭାଜନ ହେବେ । କର୍ମତତ୍ପରତା ପ୍ରକାଶ ପାଇବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।
ପାରିବାରିକ ଜୀବନରୁ ଅଶାନ୍ତି ଦୂର ହେବ । ପ୍ରତିରୋଧକୁ ଏଡ଼ାଇ ଆଗକୁ ବଢ଼ିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର ମିଳିବ ।
ସାମାନ୍ୟ ମାତ୍ରାର ଆର୍ଥିକ ଲାଭ ହେବ । ପରମ ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବେ ।
ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସଂପୂର୍ଣ୍ଣ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସମର କ୍ଷେତ୍ରରେ ସୈନିକମାନେ ପାରଙ୍ଗମ ହେବେ । ମୋକଦ୍ଦମାରେ ଜିଣିବେ । ଧନଲାଭ ହେବ ।
ପ୍ରମାଦ ଏଡ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ । ଥଣ୍ଡା କଫ ଜନିତ କଷ୍ଟ ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଏକାନ୍ତପ୍ରିୟ ହେବେ । ଚକ୍ଷୁରେ ଯନ୍ତ୍ରଣା ଦେଖା ଦେଇପାରେ । ମଧୁର ବାକ୍ୟରେ ଶତ୍ରୁଙ୍କ ମନ କିଣି ପାରନ୍ତି ।
ଉପୁଜି ଥିବା ସମସ୍ୟାର ସମାଧାନର ବାଟ ଫିଟିବ । ଆୟ ଆଶାନୁରୂପ ହେବ । ସୁସ୍ଥ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି ।
ନୂତନ ଅଭିଜ୍ଞତା ଅର୍ଜନ କରିପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ପାରିବାରିକ ସୁଖ ମିଳିବ । ଦିନ ସାରା କାର୍ଯ୍ୟ ବ୍ୟସ୍ତ ରହିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ ହୋଇପାରେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ବିଭନ୍ନି ସ୍ତରରୁ ସାହାଯ୍ୟ, ସହଯୋଗ ମିଳିପାରେ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ସହିତ ଆଲୋଚନାରତ ହେବେ । ଅଶାନ୍ତି ଦୂର ହେବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥା ମାନିବେ ।
ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ବିଭନ୍ନି ସ୍ତରରୁ ସହଯୋଗ ମିଳିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବ ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments