OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 31th May 2019

Odia Rashiphala

Odia Rashiphala

ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ । ରୁଚିପର୍ଣ୍ଣ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମୋକଦ୍ଦମାରେ ବିଜୟୀ ହୋଇ ଧନ ଲାଭ କରିବେ । ରାଜକୃପା ପାଇ ସନ୍ତୁଷ୍ଟ ହେବେ । ଯଶସ୍ୱୀ ହେବେ । ନୂଆ ବନ୍ଧୁ ଜୁଟିବେ ।
 ଜଣକୁ ସାହାଯ୍ୟ କରି ଅପଦସ୍ତ ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ମଧୁରଭାଷୀ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ ।
ନୂତନ ଭାବେ କର୍ମ ନିଯୁକ୍ତି ପାଇପାରନ୍ତି । ଆୟ ଯଥେଷ୍ଟ ପରିମାଣର ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ, ଧନ ଲାଭର ସୂଚନା ମିଳୁଛି । ସୁସ୍ଥ ରହିବେ । ଯଶସ୍ୱୀ ହୋଇପାରନ୍ତି ।
ମହିଳା ଓ ବିଦ୍ୟାର୍ଥୀମାନେ ସମ୍ବେଦନଶୀଳ ହୋଇପାରନ୍ତି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ ।
ସୃଜନଶୀଳ ପ୍ରତିଭାର ବିକାଶ ଘଟିବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଧର୍ମାତ୍ମା ହେବେ ।
ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ମିତ୍ରମାନେ ସହଯୋଗ ପରିବର୍ତ୍ତେ କରଛଡ଼ା ଦେଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରହିବେ ।
ଯଶସ୍ୱୀ ହେବେ । ଦୁଃସାହସିକ ପଦକ୍ଷେପ ନେଇ ଅସାଧ୍ୟ କାର୍ଯ୍ୟକୁ ସାଧନ କରିବାରେ ସକ୍ଷମ ହେବେ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶାନ୍ତଶିଷ୍ଟ ହେବେ । ପତ୍ନୀଙ୍କ ଇଙ୍ଗିତରେ ଚଳିବେ ।
ଦକ୍ଷତା ଦ୍ୱିଗୁଣିତ ହୋଇପାରେ । ଦୃଢ଼ମନୋବଳନେଇ ନିର୍ବିଘ୍ନରେ କାର୍ଯ୍ୟ ସଂପାଦନ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁନାଶ କରିପାରନ୍ତି । ଚାକିରିରେ ସୁନାମ ମିଳିବ ।
ମନରେ ଭକ୍ତିଭାବନା ଜାଗ୍ରତ ହୋଇପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ରହିବ । ବ୍ୟବସାୟରୁ ଲାଭ ମିଳିବ ।
ଧୈର୍ଯ୍ୟଧରି କାର୍ଯ୍ୟ କଲେ ସଫଳ ହେବେ । କେତେକ କ୍ଷେତ୍ରରେ ମାନ-ମନାନ୍ତର ଘଟିପାରେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ । କୃଷି କର୍ମକାରୀ ହେବେ । ସୁସ୍ଥ ରହିବେ ।
ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ଓ ମଧରୁଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ଭାଇମାନଙ୍କଠାରୁ ଆଦର ମିଳିବ ।
କାର୍ଯ୍ୟ ଦକ୍ଷତା ବୃଦ୍ଧି ହେବ । ପରମ ଭାଗ୍ୟଶାଳୀ ହେବେ । ପରଦେଶବାସୀ ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments