![]() |
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ପତ୍ନୀଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ । ଖର୍ଚ୍ଚାନ୍ତ ହେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । |
![]() |
ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ । |
![]() |
ଅନାବଶ୍ୟକ ଖର୍ଚ୍ଚ କରି ପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଗର୍ବ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବେ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଆସିବ । |
![]() |
ଉଦାର ପ୍ରକୃତିର ହୋଇପାରନ୍ତି । ଅହଂଭାବର ସମର୍ପଣ, ଏପରିକି ବିସର୍ଜନ କରିପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ସୁସ୍ଥ ରହିବେ । କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । |
![]() |
ମନୋବଳ ଦୃଢ଼ ରହିବ । ଚିତ୍ତରେ ପ୍ରସନ୍ନଭାବ ଉଦ୍ରେକ ହେବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ମଧୁର ଯୋଗୁଁ ଆଦରଣୀୟ ହେବେ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରେ ଆଦର ସମ୍ମାନ ମିଳିବ । |
![]() |
ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କଠାରୁ ସହାୟତା ମିଳିବ । ଧନାଗମ ହେବ । |
![]() |
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ । ଋଣ କ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ । ଚିନ୍ତାଧାରା ମହତ ହେବ । |
![]() |
ପଥରୋଧ କରୁଥିବା ଲୋକେ ବିପଦ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ । ଖର୍ଚ୍ଚାନ୍ତ ହେବେ । ମଧୁରଭାଷାରେ ଶତ୍ରୁକୁ ବଶ କରିପାରନ୍ତି । |
![]() |
ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରୁ ଧନପ୍ରାପ୍ତି ସହ ସମ୍ମାନିତ ହେବେ । |
![]() |
ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟାଇ ଜୀବନକୁ ମହାର୍ଘ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ଦୟାର୍ଦଚିତ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । |
![]() |
ଅନ୍ୟର ସାହାଯ୍ୟକାରୀ ହେବେ ଓ ଅହେତୁକ ସହାୟତା ପାଇବେ । ଭାଗ୍ୟଶାଳୀ ହୋଇପାରନ୍ତି । ଗୁଣ ପ୍ରସାର ଘଟାଇ ଲୋକାଦୃତ ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ସୁଖ ମିଳିବ । |