![]() |
ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ବିବାଦୀୟ ବିତର୍କରେ ଭାଗ ନେଇ ନିରବ ଦର୍ଶକ ସାଜି ପାରନ୍ତି । କାର୍ଯ୍ୟରେ ବାଧା ଉପୁଜାଇବାକୁ କେହ ଉଦ୍ୟମ ଚଳାଇ ପାରନ୍ତି । ସାମର୍ଥ୍ୟର ପରିପ୍ରକାଶ ଘଟିବ । ଧନାଗମ ହେବ । |
![]() |
ସମ୍ମାନିତ ହୋଇ ପାରନ୍ତି । ସୁସମ୍ୱାଦ ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କରିତ୍କର୍ମା ହେବେ । |
![]() |
ଶୁଭଖବର ମିଳିପାରେ । କର୍ମକ୍ଷେତ୍ର ଆନନ୍ଦଦାୟକ ହେବ । ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପରିଶ୍ରମର ମୂଲ୍ୟ ମିଳିବ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । |
![]() |
କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଅର୍ଥପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅର୍ଥ ଟାଣଟୁଣ ରହିବ । ଶୁଭକାର୍ଯ୍ୟ ବର୍ଜନୀୟ । ବ୍ରତଧାରୀ ହେବେ । ବିଜ୍ଞ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ । କ୍ଷମାସାଗର ହୋଇପାରନ୍ତି । ସତର୍କରେ ଚଳିବାକୁ ପଡ଼ିବ । |
![]() |
ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । |
![]() |
ଶତ୍ରୁ ଉପଦ୍ରବ ପାଇଁ ଚିନ୍ତାଗ୍ରସ୍ତ ହେବେ । ବନ୍ଧୁ ସହାୟତା ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତିଫେରି ପାଇବେ । ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଋଣ ପରିଶୋଧ କରିବେ । |
![]() |
ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଉତ୍ପୁଲ୍ଲିତ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ପଢ଼ାପଢ଼ିରେ ମନୋନିବେଶ କରିବେ । |
![]() |
କାର୍ଯ୍ୟଦକ୍ଷତା ପାଇଁ ପ୍ରଶଂସାର ପାତ୍ର ହେବେ । ଦେବାଶ୍ରୟ ହୋଇପାରନ୍ତି । ରାଜପୂଜ୍ୟ ହୋଇ ପାରନ୍ତି । ଅଗ୍ନିମାନ୍ଦ୍ୟରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସାମାଜିକ ସ୍ୱୀକୃତି ଲାଭ କରିବେ । ଯଶ୍ୱସୀ ହେବେ । |
![]() |
ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି । ଦେବଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି । |
![]() |
କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରି ପାରନ୍ତି । ଉପବାସାଦି ଧର୍ମ କ୍ରିୟାରତ ହେବେ । ବିଦ୍ୟା ପ୍ରଭାବରେ, ବ୍ୟବସାୟରେ, ଧନଲାଭର ସୂଚନା ମିଳୁଛି । ତ୍ୟାଗଶୀଳ ଓ ନୀତିଜ୍ଞ ହେବେ । ଅତି ସୁଖୀ ଓ କୀର୍ତ୍ତିମାନ୍ ହୋଇପାରନ୍ତି । |
![]() |
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶରୀର ସୁସ୍ଥ ରହିବ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । |