OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 4th Sep 2020

Odia Rashiphala

Odia Rashiphala

ହାତଛଡ଼ା ହୋଇଥିବା କାର୍ଯ୍ୟକୁ ପୁଣି କରାୟତ୍ତ କରିପାରନ୍ତି । ନିର୍ଭରଶୀଳ ନ ହୋଇ ସ୍ୱାଧୀନ ଚିନ୍ତାଧାରାରେ କାର୍ଯ୍ୟ ସଂପାଦନ କରିବେ । ଖର୍ଚ୍ଚାନ୍ତ ହେବେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରି, ଆତ୍ମ, ସନ୍ତୋଷ ଲାଭ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ ।
କର୍ମ ତତ୍ପର ରହିବେ । ଶୁଭ ସମାଚାର ପାଇ ଉତ୍‌ଫୁଲ୍ଲିତ ହେବେ । କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ଯାହା ଆଶା କରୁଥିବେ; ତାହା ମିଳିପାରେ । ପରୋପକାରୀ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ ।
ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ପ୍ରତି ପାଦପାତରେ ସତର୍କରେ ଚଳିବାକୁ ପଡ଼ିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ସୁସ୍ୱାଦୁ ଭୋଜନ ମିଳିବ । ବନ୍ଧୁମେଳରେ ଆନନ୍ଦ ଉପଭୋଗ କରିବେ ।
ପ୍ରିୟା-ପ୍ରୀତି ତୋଷଣ ନୀତିରୁ ବନ୍ଧୁ ସହାୟତା ପାଇ, ଶତ୍ରୁକୁ ପରାଜିତ କରିବେ । ମାନସିକ ଅଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ । ଶୁଭକାର୍ଯ୍ୟ କରିପାରନ୍ତି । ଋଣ ପରିଶୋଧ କରିବେ ।
ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇଁ ଖୁସି ହେବେ । ପାରିବାରିକ ଜୀବନ ସୁଖମୟ ହେବ । କନ୍ୟା ସନ୍ତାନ ଯୋଗୁଁ ସମ୍ମାନିତ ହେବେ ।
ଶ୍ରମକାତର ହେବେ ନାହିଁ । ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବାର ସମ୍ଭାବନା ଅଛି । ବୁଦ୍ଧି, ବିଦ୍ୟା ପ୍ରୟୋଗ କରି ଶ୍ରେଷ୍ଠ କର୍ମଯୁକ୍ତ ହୋଇପାରନ୍ତି ।
ଆଶୀର୍ବାଦ ଭାଜନ ହୋଇପାରନ୍ତି । କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧହସ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସହାୟତା ମିଳିବ । ଠାକୁର ଦର୍ଶନ ଯୋଗ ଅଛି । ସରକାରୀ ଲାଭ ମିଳିବ ।
ବିବିଧ ଧନଯୁକ୍ତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ତ୍ୟାଗଶୀଳ ହେବେ । କୀର୍ତ୍ତିମାନ୍ ହେବେ । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ବିଭାଗୀୟ ଅର୍ଥ ମିଳିପାରେ । ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହୋଇପାରନ୍ତି ।
ଉଦ୍‌ଯୋଗୀ ହେବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ରୋଜଗାର ବୃଦ୍ଧି ପାଇବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ତୃପ୍ତିଦାୟକ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ନୂଆ ବନ୍ଧୁ ଜୁଟିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments