![]() |
ଉଦାର ସ୍ୱଭାବର ହୋଇପାରନ୍ତି । ସହନଶୀଳ ହେବେ । ଦାନ-ଧର୍ମକୁ ଅଗ୍ରାଧିକାର ଦେବେ । ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । କୃଷି ଉପରେ ଗୁରୁତ୍ୱ ଦେବେ । ଜଳପ୍ରତି ଆଦର ପ୍ରେମୀ ହେବେ । |
![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହୋଇ ପାରନ୍ତି । ମଧୁର ବଚନ କହି ଲୋକମାନଙ୍କ ମନ କିଣି କାମନାକୁ ଚରିତାର୍ଥ କରିବେ । ପ୍ରେମୀ ଓ ସାହସୀ ହେବେ । ଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ । |
![]() |
ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟର ପରିବର୍ତ୍ତନ ଘଟିବ । ବିଭିନ୍ନ ଦିଗରୁ ଧନାଗମ ହେବ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ଉଦାର ବିଦ୍ୟାପ୍ରେମୀ ହେବେ । |
![]() |
କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି । ସ୍ୱାଧୀନ ଚିନ୍ତାଧାରାରେ କାର୍ଯ୍ୟ ସମ୍ପାଦନ କରପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରୁଚିପୂର୍ଣ୍ଣ ଭୋଜନରେ ଆପ୍ୟାୟିତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । |
![]() |
ଗୃହ କାର୍ଯ୍ୟ ଧିମେଇ ଯାଇପାରେ । କୌଣସ କାରଣରୁ ଭୟଭୀତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରପାରନ୍ତି । ଏକାନ୍ତ ପ୍ରିୟ, ନେତ୍ର ରୋଗୀ ଓ ମଧୁର ଭାଷୀ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । |
![]() |
ଧୈର୍ଯ୍ୟ ଧରି କାର୍ଯ୍ୟ କଲେ ସଫଳତା ମିଳିବ । ବିଭିନ୍ନ ଦିଗରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଚଞ୍ଚଳ ପ୍ରକୃତିର ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତଷ ବିଦ୍ୟାପ୍ରତି ରୁଚି ରହିବ । |
![]() |
ସୁଖ-ସନ୍ତୋଷ ଲାଭ କରିବେ । ପରବାରର ମୁଖପାତ୍ର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ସୁସ୍ଥ ଓ ନିରାମୟ ରହିବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ । |
![]() |
ପରୋପକାରରେ ବ୍ରତୀ ହୋଇ ଆତ୍ମ ସନ୍ତୋଷ ଲାଭ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିର ମୂଳଦୁଆ ପଡ଼ିବ । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । |
![]() |
କର୍ମଧାରାରେ ଉନ୍ନତି ଘଟିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରାରୁ ନିବୃତ୍ତି ରହିବା ଉଚିତ୍ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ । |
![]() |
ଆଶାବାଦୀ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବ୍ୟବସାୟ ଲାଭ ଜନକ ହେବ । ସେବା ମନୋଭାବ ଜାଗ୍ରତ ହେବ । ଅହଂକାରୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଅଧୀନ ହେବେ । ସୁସ୍ଥ ରହିବେ । |
![]() |
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ମୋହରେ ପଡ଼ିଲେ ଅପଦସ୍ତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ । |
![]() |
ନିଜ କାର୍ଯ୍ୟକୁ ପଛରେ ପକାଇ ପରପାଇଁ କାର୍ଯ୍ୟ କରିବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଆର୍ଥିକ ସ୍ରୋତ ବହିବ । |