OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 5th March 2021

Odia Rashiphala

Odia Rashiphala

ଆନନ୍ଦ ଉତ୍ସବ ଲଗି ରହିବ । ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ସୁଖ ମିଳିବ । ଧନାଗମ ହେବ ।
ଧନାଶକ୍ତ ହୋଇପାରନ୍ତି । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଖାଦ୍ୟ, ପାନୀୟ ତୃପ୍ତିଦାୟକ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଥଣ୍ଡା, କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁରଭାଷୀ ହେବେ । ସାହସୀ ଓ ଜ୍ଞାନୀ ହୋଇପାରନ୍ତି ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବା ଆଶା କରାଯାଏ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଧନପ୍ରାପ୍ତିର ସୂଚନା ମିଳୁଛି । କରିତ୍‌କର୍ମା ହେବେ ।
ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ ସଂପାଦନ କରିପାରନ୍ତି । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ ।
ପରାଶ୍ରିତ ହୋଇପାରନ୍ତି । ମନରେ ଈର୍ଷା ଭାବ ଜାଗ୍ରତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅର୍ଥାଭାବର ସମ୍ମୁଖୀନ ହେବେ । ସ୍ୱାଭିମାନୀ ହେବା ଆଶା କରାଯାଏ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ ।
ବନ୍ଧୁ ସହାୟତା ପାଇ କର୍ମପଥରେ ଆଗକୁ ବଢ଼ି ପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପାରିବାରିକ ସୁଖ ମିଳିବ ।
ସର୍ବ ସୁଖର ଅଧିକାରୀ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ମିଳିବ ।
ବିଭିନ୍ନ ସ୍ତରରେ ସମ୍ମାନିତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ପରୋପକାରୀ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା, କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments