OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 6th Dec 2019

Odia Rashiphala

Odia Rashiphala

ଅଜାଣତରେ ଶତ୍ରୁତା ସୃଷ୍ଟି ହୋଇପାରେ । କାର୍ଯ୍ୟରେ ବାଧା ଉପଜିବାର ସମ୍ଭାବନା ଅଛି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଭାଷାର ମାଧୁର୍ଯ୍ୟତା ପରକୁ ଆପଣାର କରିବ । ରାଜଯୋଗ ଭୋଗ ହେବ ।
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ । ଉଚ୍ଚ ଆଶା ଫଳବତୀ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ଚେଷ୍ଟିତ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
କାର୍ଯ୍ୟରେ ସଫଳତା ମିଳିବ । ଶ୍ରମ ସାର୍ଥକ ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ପାରିବାରିକ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ । ପରଚର୍ଚ୍ଚାରେ ମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ବିଦ୍ୱାନ୍, ପ୍ରବାସପ୍ରିୟ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ମହିଳା ଓ ବିଦ୍ୟାର୍ଥୀଙ୍କୁ ଜଗି-ରଖି ଚଳିବାକୁ ପଡ଼ିବ । ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ଜଳଯାତ୍ରା ଉପରେ ସତର୍କତା ଲୋଡା, ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହେବେ ।
ପରିସ୍ଥିତି ପ୍ରତି ଉଦାସ ଭାବ ପୋଷଣ କରିପାରନ୍ତି । ଆମୋଦ ପ୍ରମୋଦର ଦିନଟି ଅତିବାହିତ ହେବ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବା ଆଶାକରାଯାଏ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ ।
ଆଶ୍ରୟ ମିଳିବ । ଉପକୃତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବା ଆଶାକରାଯାଏ ।
ବାଧା-ବିଘ୍ନକୁ ଏଡ଼ାଇ କାର୍ଯ୍ୟରେ ଅଗ୍ରସର ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ରାଜତୁଲ୍ୟ ମାହଲରେ ଜୀବନଯାପନ କରିବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ପୁଣ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷକର୍ମରେ ତତ୍ପରତା ପ୍ରକାଶ ପାଇବ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।
ମନସ୍କାମନାପୂର୍ଣ୍ଣ ହେବ । ଯେକୌଣସି ସୂତ୍ରରୁ ଧନାଗମର ସୂଚନା ମିଳୁଛି । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ପାଇବ । ବଳବାନ୍ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସମରକ୍ଷେତ୍ରରେ ବିଜୟୀ ହେବେ । ମାଲିମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଲୋକପ୍ରିୟ ହେବେ । ସାମାଜିକ ଗୌରବ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments