OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 7th Aug 2020

Odia Rashiphala

Odia Rashiphala

ପୂର୍ବ କାର୍ଯ୍ୟର ସୁଫଳ ପାଇବେ । ତରବର ନ ହୋଇ ଅପେକ୍ଷାରତ ହେବାକୁ ପଡ଼ିବ । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ବନ୍ଧୁ ବିରୋଧର ସମ୍ମୁଖୀନ ହୋଇ ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଶୁଭଯୋଗ ଅଛି । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସରକାରଙ୍କ କୃପାପାତ୍ର ହେବେ । କରିତ୍‌କର୍ମା ହେବେ ।
ଆୟ ବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି । ସୁସମ୍ୱାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
କାର୍ଯ୍ୟର ସଫଳ ରୂପାୟନ କରି ପୁରସ୍କୃତ ହୋଇପାରନ୍ତି । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ଭାଗ ନେଇ କୃତିତ୍ୱ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅତିଥି ସତ୍କାରରେ ମଗ୍ନ ହେବେ ।
କୌଣସି ଏକ ସମସ୍ୟାକୁ କେନ୍ଦ୍ର କରି ବିରୋଧୀଙ୍କ ସହ ବଳକଷା କଷି ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅର୍ଥ ଅନର୍ଥର ମୂଳ କାରଣ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ନ କରିବା ଭଲ ।
ନିର୍ଭୟରେ କାର୍ଯ୍ୟ କରି କୃତକାର୍ଯ୍ୟ ହେବେ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବନ୍ଧୁଙ୍କ ସହ ଆନନ୍ଦ ଉପଭୋଗ କରିବେ ।
ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ମନରେ ଅହଂଭାବ ଆସିପାରେ । ଶୁଭଖବର ପାଇ ଖୁସି ହେବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭକାର୍ଯ୍ୟ କରି ଆତ୍ମ ସନ୍ତୋଷ ମିଳିବ । ଋଣ ପରିଶୋଧ କରିବେ ।
କାର୍ଯ୍ୟ ପ୍ରାପ୍ତି ପାଇଁ ପ୍ରଗାଢ଼ ଉଦ୍ୟମ ଚଳାଇ ପାରନ୍ତି । ଶେଷରେ କୃତକାର୍ଯ୍ୟ ହେବା ଆଶା କରାଯାଏ । ପରୀକ୍ଷା ପାଇଁ ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମ୍ୱାଦ ପାଇ ଖୁସି ହେବେ । ପାରିବାରିକ ସୁଖ ମିଳିବ ।
କାର୍ଯ୍ୟର ସଫଳ ରୂପାୟନ କରିବାରେ ସକ୍ଷମ ହେବେ । ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପର ମୁହୂର୍ତ୍ତରେ ଅନୁତପ୍ତ ହୋଇପାରନ୍ତି । ପ୍ରଭୂତ ଧନର ଅଧିକାରୀ ହୋଇପାରନ୍ତି ।
ଶ୍ରମ ସାର୍ଥକ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଉନ୍ନୟନ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଠାକୁରଙ୍କ ଦର୍ଶନ ଲାଭ କରି ଆତ୍ମ ସନ୍ତୋଷ ଲାଭ କରିବେ । ଅଶାନ୍ତିର ଉପଶମ ହେବ । ସରକାରୀ ସ୍ତରରୁ ଲାଭ ମିଳିବ ।
ଗୁରୁ କଲ୍ୟାଣ ପାଇ ମନୋବାଞ୍ଛା ପୂର୍ଣ୍ଣ କରିପାରନ୍ତି । ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିବେ ଓ କୃତିତ୍ୱ ଅର୍ଜନ କରିବେ । ସ୍ୱ ଅର୍ଜିତ ଧନ ଭୋଗ କରିପାରନ୍ତି । ଧନ-ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ପରିମାଣ ବୃଦ୍ଧି ପାଇବ । ସରକାର କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଚିନ୍ତାଧାରା ମହତ୍ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments