OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 7th June 2019

Odia Rashiphala

Odia Rashiphala

ବ୍ୟବସାୟକୁ ବଢ଼ାଇବା ପାଇଁ ଅଧିକ ଅର୍ଥ ବିନିଯୋଗ କରିବେ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖ ମିଳିବ । ମହାନ୍ ବ୍ୟକ୍ତିତ୍ୱର ପରିଚୟ ଦେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମ ଉପରେ ଗୁରୁତ୍ୱ ଦେବେ ।
ଉତ୍ସବାଦିରେ ଆପ୍ୟାୟିତ ହୋଇପାରନ୍ତି । ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ ।ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ଗୁରୁଜନଙ୍କ ପାଇଁ ଚିନ୍ତିତ ହେବେ । କାର୍ଯ୍ୟର ସଫଳତା ପାଇବାକୁ ହେଲେ ତରବର ନହୋଇ ଅପେକ୍ଷା କରିବାକୁ ପଡ଼ିବ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହୋଇପାରନ୍ତି ।
ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହୋଇପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ରଣାଙ୍ଗନରେ କୃତିତ୍ୱ ହାସଲ କରିବେ । ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଧନ ଲାଭର ସୁଯୋଗ ଅଛି ।
ସାମର୍ଥ୍ୟର ଅଭାବ ଅନୁଭୂତ ହୋଇପାରେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ ।ମଧୁର କଥା କହି ପରକୁ ନିଜର କରିପାରନ୍ତି । ରାଜଯୋଗ ଅଛି । ଖର୍ଚ୍ଚାନ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ଓ ଜ୍ଞାନୀ ହେବେ ।
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ ।ଯଶସ୍ୱୀ ହେବେ । ଲୋକ ପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷଶାସ୍ତ୍ର ପ୍ରତି ରୁଚି ରହିବ । ଗୃହ ଓ ଯାନବାହନ ସୁଖ ମିଳିବ ।
ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି । ବନ୍ଧୁ ସୁଖ ମିଳିବ । କୁଳ ଉଦ୍ଧାରକ ହେବେ । ମନ ପ୍ରସନ୍ନ ରହିବ ।ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବା ଆଶା କରାଯାଏ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହେବେ ।ସ୍ୱାଭିମାନୀ ହେବେ । ଯୁଗ୍ମ-ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବା ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ ।
କାର୍ଯ୍ୟରେ ଢ଼େର ଉନ୍ନତି ଘଟିବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତା ସହ ଚଳିବାକୁ ପଡ଼ିବ । ସମାଜ ସେବା ପ୍ରତି ମନ ବଳାଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ହେବେ । ପତ୍ନୀଙ୍କ କଥାରେ ଚାଲବେ ।
ଶୁଭକାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଦୃଢ଼ ମନୋବଳ ନେଇ କାର୍ଯ୍ୟ କରି ଚାଲବେ । ଭାଇମାନଙ୍କ ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ଜଞ୍ଜାଳରେ ଜଡ଼ିତ ହୋଇପାରନ୍ତି । ବିଭିନ୍ନ ଦିଗରୁ ସାହଯ୍ୟ ପ୍ରାପ୍ତ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ପତ୍ନୀ ସହାୟିକା ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments