![]() |
ଐଶ୍ୱର୍ଯ୍ୟଶାଳୀ ହେବେ। ନିଜ ଭାଗ୍ୟର ନିର୍ମାତା ନିଜେ ହୋଇପାରନ୍ତି। ବହୁ ଭୂସମ୍ପତ୍ତିଯୁକ୍ତ ହେବେ। ତେଜୀୟାନ୍ ହେବେ। ସଞ୍ଚୟାଭିମୁଖୀ ହୋଇପାରନ୍ତି। ପ୍ରବକ୍ତା ଓ ଭାଷ୍ୟକାର ହେବା ଆଶା କରାଯାଏ । |
ଧନବାନ୍ ହେବେ। ରାଜସେବକ ହୋଇପାରନ୍ତି। ବୁଦ୍ଧିମାନ୍ ହେବେ। ସ୍ୱାଭିମାନୀ ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ସଜ୍ଜନମାନଙ୍କର ପ୍ରିୟପାତ୍ର ହେବେ। ପତ୍ନୀ ଭାଗ୍ୟ ନିୟନ୍ତ୍ରଣର କର୍ତ୍ତ୍ରୀ ହୋଇପାରନ୍ତି। | |
ଐଶ୍ୱର୍ଯ୍ୟପ୍ରାପ୍ତିର ସ୍ୱଚନା ମିଳୁଛି। ଶକ୍ତିମାନ୍ ହେବେ। ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ। ଶତ୍ରୁଦମନରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ। | |
ନିରୋଗ ରହିବେ। ସୁସ୍ଥ ଓ ନିରାମୟ ରହିବେ। ସୌଭାଗ୍ୟଶାଳୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ପରୋପକାରୀ ହେବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ରକ୍ଷା ପାଇଁ ଧନ ବ୍ୟୟ କରିପାରନ୍ତି। ସାହସୀ ହେବେ। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ବହୁବିଦ୍ୟାରେ ପାରଙ୍ଗମ ହେବେ। | |
ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶ୍ରମସାର୍ଥକ ହେବ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ। | |
ସସ୍ଥୁ ଓ ନିରାମୟ ରହିବେ। ସୌଭାଗ୍ୟଶାଳୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଭୋଗ ବିଳାସରେ ବୁ୍ଡି ରହିପାରନ୍ତି। ବିଦ୍ୱାନ୍,ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସଖପ୍ରଦ ହେବ। | |
ପ୍ରତିଶୋଧ ପରାୟଣ ହୋଇପାରନ୍ତି। ଧର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ହେତୁସତର୍କରେ ଚଳିବେ। | |
ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବରିଷ୍ଠ ଓ ବଦାନ୍ୟ ବ୍ୟକ୍ତିଙ୍କ ପାଇଁ ସମ୍ମାନବୋଧ ଭାଷା ପ୍ରକାଶ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ। | |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। | |
କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ। ବିଦ୍ୟାଭ୍ୟାସୀ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। | |
ଦାନଶୀଳ ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଯାନବାହନ ସୁଖ ମିଳିବ। ବୁଦ୍ଧିମାନ୍ ହେବେ। |
Odia Calendar 2022
Comments
comments