OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 8th April 2022

Odia Rashiphala

Odia Rashiphala

ଐଶ୍ୱର୍ଯ୍ୟଶାଳୀ ହେବେ। ନିଜ ଭାଗ୍ୟର ନିର୍ମାତା ନିଜେ ହୋଇପାରନ୍ତି। ବହୁ ଭୂସମ୍ପତ୍ତିଯୁକ୍ତ ହେବେ। ତେଜୀୟାନ୍ ହେବେ। ସଞ୍ଚୟାଭିମୁଖୀ ହୋଇପାରନ୍ତି। ପ୍ରବକ୍ତା ଓ ଭାଷ୍ୟକାର ହେବା ଆଶା କରାଯାଏ ।
ଧନବାନ୍ ହେବେ। ରାଜସେବକ ହୋଇପାରନ୍ତି। ବୁଦ୍ଧିମାନ୍ ହେବେ। ସ୍ୱାଭିମାନୀ ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ସଜ୍ଜନମାନଙ୍କର ପ୍ରିୟପାତ୍ର ହେବେ। ପତ୍ନୀ ଭାଗ୍ୟ ନିୟନ୍ତ୍ରଣର କର୍ତ୍ତ୍ରୀ ହୋଇପାରନ୍ତି।
ଐଶ୍ୱର୍ଯ୍ୟପ୍ରାପ୍ତିର ସ୍ୱଚନା ମିଳୁଛି। ଶକ୍ତିମାନ୍ ହେବେ। ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ। ଶତ୍ରୁଦମନରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ।
ନିରୋଗ ରହିବେ। ସୁସ୍ଥ ଓ ନିରାମୟ ରହିବେ। ସୌଭାଗ୍ୟଶାଳୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ପରୋପକାରୀ ହେବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ରକ୍ଷା ପାଇଁ ଧନ ବ୍ୟୟ କରିପାରନ୍ତି। ସାହସୀ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ବହୁବିଦ୍ୟାରେ ପାରଙ୍ଗମ ହେବେ।
ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶ୍ରମସାର୍ଥକ ହେବ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ।
ସସ୍ଥୁ ଓ ନିରାମୟ ରହିବେ। ସୌଭାଗ୍ୟଶାଳୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଭୋଗ ବିଳାସରେ ବୁ୍ଡି ରହିପାରନ୍ତି। ବିଦ୍ୱାନ୍,ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସଖପ୍ରଦ ହେବ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି। ଧର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ହେତୁସତର୍କରେ ଚଳିବେ।
ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବରିଷ୍ଠ ଓ ବଦାନ୍ୟ ବ୍ୟକ୍ତିଙ୍କ ପାଇଁ ସମ୍ମାନବୋଧ ଭାଷା ପ୍ରକାଶ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କର୍ମଚଞ୍ଚଳ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ। ବିଦ୍ୟାଭ୍ୟାସୀ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
ଦାନଶୀଳ ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଯାନବାହନ ସୁଖ ମିଳିବ। ବୁଦ୍ଧିମାନ୍ ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments