Odia Rashiphala

Odia Rasiphala Friday 8th February 2019

Daily Odia Horoscope

ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ଲାଭ ହେବ । ଉତ୍ତମ ଭୋଜନ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଆୟ ଆଶାନୁରୂପ ହେବ । ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଚକ୍ଷୁପୀଡ଼ା ଉପୁଜିପାରେ । ସାହସୀ, ଜ୍ଞାନୀ ଓ ଗୁପ୍ତ ବିଦ୍ୟାରେ ଆଗ୍ରହୀ ହେବେ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଅଧିକ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ବୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇ ଅର୍ଥ ପାଇବେ ।
ଆୟ ବୃଦ୍ଧି ଘଟିବ । ସେବାକ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । କୁଳଦୀପକ ହେବେ । ମନପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ବୀ ହେବେ । ପାରିବାରିକ ସ୍ନେହ ରହିବ ।
ମିଳିଥିବା ସାହାଯ୍ୟର ଯଥାର୍ଥ ଉପଯୋଗ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ତି ଭୋଗ ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ବାତାବରଣ ଅନୁକୂଳ ରହିବ । ମିତ୍ରତା ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ଈର୍ଷା ସମ୍ବରଣ କରିବାକୁ ପଡ଼ିବ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ସୁସ୍ଥ ନିରାମୟ ରହିବେ । ନିରୁତ୍ସାହୀ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ମନୋବୃତ୍ତି ଗ୍ରହଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ ।
ଶାନ୍ତି ଓ ସନ୍ତୋଷ ମିଳିବ । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ପ୍ରିୟଭାଷୀ ଓ ଧନ, ଯାନବାହନଯୁକ୍ତ ହେବେ ।
ବ୍ୟବସାୟରେ କାରବାର ବୃଦ୍ଧି ହୋଇପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆପଣଙ୍କ ସପକ୍ଷରେ ଲଟେରିର ଫଳାଫଳ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବା ସୂଚିତ ହୁଏ ।
ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇପାରନ୍ତି । ମନୋବଳ ଦୃଢ଼ ରହିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଧର୍ମକୁ ଶ୍ରେୟ ମଣିବେ । ଶୋଭନ ବ୍ୟକ୍ତିଭାବେ ସମାଜର ଆଦରଣୀୟ ହୋଇପାରନ୍ତି । କୃଷି କର୍ମଚାରୀ ଓ ବୁଦ୍ଧିମାନ୍ ହେବେ ।
ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ମନରେ ଉଦ୍‌ବେଗ ଜାତ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ସମ୍ମାନ ପାଇ ଖୁସି ହେବେ ।
ମୋହରେ ପଡ଼ି ଅପଦସ୍ତ ହୋଇପାରନ୍ତି । ସୁଖ-ସମ୍ମାନ ମିଳିପାରେ । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ । ସୁଖୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments

Tags

Leave a Reply

Your email address will not be published. Required fields are marked *

Back to top button
ଜମାରୁ ମିସ କରନ୍ତୁନି !!! - DON’T MISS OUT !!!
Subscribe To OdiaWeb
Be the first to get latest updates and exclusive content straight to your email inbox.
ନୁଆ ନୁଆ ନିଉଜ ଆଉ ତଥ୍ୟ ଆପଣଙ୍କ ମେଲ ରେ, ଆଜିହିଁ ସବସ୍କ୍ରାଇବ କରନ୍ତୁ ।

ନିଉଜ, ଫିଲ୍ମ, ଗୀତ, ଫଟୋ, ଭିଡିଓ, ଶାୟରୀ, ମୋବାଇଲ ଆପ୍, ଚାକିରୀ, ସ୍ୱାସ୍ଥ୍ୟ, ଖାଦ୍ୟ ଏବଂ ଆହୁରି କେତେ....
Stay Updated
Give it a try, you can unsubscribe anytime.  ଆପଣ କେବେବି ଅନସବସ୍କ୍ରାଇବ କରିପାରିବେ ।
Close
X