OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 8th February 2019

Odia Rashiphala

Odia Rashiphala

ମିଳିମିଶି କାର୍ଯ୍ୟ କରିବାର ସୁଯୋଗ ପାଇବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ଲାଭ ହେବ । ଉତ୍ତମ ଭୋଜନ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଆୟ ଆଶାନୁରୂପ ହେବ । ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଚକ୍ଷୁପୀଡ଼ା ଉପୁଜିପାରେ । ସାହସୀ, ଜ୍ଞାନୀ ଓ ଗୁପ୍ତ ବିଦ୍ୟାରେ ଆଗ୍ରହୀ ହେବେ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଅଧିକ ପରିଶ୍ରମର ସମ୍ମୁଖୀନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ବୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇ ଅର୍ଥ ପାଇବେ ।
ଆୟ ବୃଦ୍ଧି ଘଟିବ । ସେବାକ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । କୁଳଦୀପକ ହେବେ । ମନପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ବୀ ହେବେ । ପାରିବାରିକ ସ୍ନେହ ରହିବ ।
ମିଳିଥିବା ସାହାଯ୍ୟର ଯଥାର୍ଥ ଉପଯୋଗ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ତି ଭୋଗ ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ବାତାବରଣ ଅନୁକୂଳ ରହିବ । ମିତ୍ରତା ବୃଦ୍ଧି ପାଇବ । କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ଈର୍ଷା ସମ୍ବରଣ କରିବାକୁ ପଡ଼ିବ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ସୁସ୍ଥ ନିରାମୟ ରହିବେ । ନିରୁତ୍ସାହୀ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ମନୋବୃତ୍ତି ଗ୍ରହଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ ।
ଶାନ୍ତି ଓ ସନ୍ତୋଷ ମିଳିବ । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ପ୍ରିୟଭାଷୀ ଓ ଧନ, ଯାନବାହନଯୁକ୍ତ ହେବେ ।
ବ୍ୟବସାୟରେ କାରବାର ବୃଦ୍ଧି ହୋଇପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆପଣଙ୍କ ସପକ୍ଷରେ ଲଟେରିର ଫଳାଫଳ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବା ସୂଚିତ ହୁଏ ।
ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ପାଇପାରନ୍ତି । ମନୋବଳ ଦୃଢ଼ ରହିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଧର୍ମକୁ ଶ୍ରେୟ ମଣିବେ । ଶୋଭନ ବ୍ୟକ୍ତିଭାବେ ସମାଜର ଆଦରଣୀୟ ହୋଇପାରନ୍ତି । କୃଷି କର୍ମଚାରୀ ଓ ବୁଦ୍ଧିମାନ୍ ହେବେ ।
ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ମନରେ ଉଦ୍‌ବେଗ ଜାତ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ସମ୍ମାନ ପାଇ ଖୁସି ହେବେ ।
ମୋହରେ ପଡ଼ି ଅପଦସ୍ତ ହୋଇପାରନ୍ତି । ସୁଖ-ସମ୍ମାନ ମିଳିପାରେ । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ । ସୁଖୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments