OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 8th March 2019

Odia Rashiphala

Odia Rashiphala

ଚାଲୁ ରହିଥିବା କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିବେ । ଧନକ୍ଷୟ ହେବାର ସୂଚନା ମିଳୁଛି । ଚଞ୍ଚଳ ସ୍ୱଭାବର ହେବେ । ମଧୁର ଭାଷୀ ହୋଇପାରନ୍ତି । ଆଖିରେ ପୀଡ଼ା ଉପୁଜିପାରେ । ରାଜଯୋଗ ଅଛି ।
ପରିସ୍ଥିତି ଆୟତାଧୀନ ହେବ । ଆୟ ଯଥେଷ୍ଟ ପରିମାଣର ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ାରେ ଆକ୍ରାନ୍ତ ହୋଇପାରନ୍ତି ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ମର୍ଯାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ଗ୍ରୁଜନଙ୍କ କଥାରେ ପ୍ରଭାବିତ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିର ସୂଚନା ମିଳୁଛି । ଧର୍ମାତ୍ମା, ବିଦ୍ୱାନ୍ ଓ ସାହସୀ ହେବେ ।
ପରିବେଶ ଆନନ୍ଦଦାୟକ ହେବ । ସେତେଟା ସୁଖ ମିଳିବା ସମ୍ଭବପର ନୁହେଁ । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ ।
ମନରେ ଥିବା ଆଶଙ୍କା ଦୂରେଇ ଯିବ । ମିତ୍ର ଲାଭ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ଶୋଭନ ବ୍ୟକ୍ତି ପ୍ରକାଶିତ ହେବ ।
ବନ୍ଧୁ ମିଳନ ଘଟିପାରେ । ଅହଂକାରୀ ତଥା ପ୍ରତିଶୋଧ ପରାୟଣ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଅର୍ଥପ୍ରାପ୍ତିର ସୂଚନା ମିଳୁଛି ।
ନୂତନ ଦ୍ରବ୍ୟ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରିର ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଅତିଥି ସତ୍କାର ପାଇଁ ବ୍ୟସ୍ତ ରହିବେ । ବାଦ-ବିବାଦକୁ ଅକ୍ଳେଶରେ ତୁଟାଇ ଦେଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମ ଉପରେ ଗରୁତ୍ୱ ଦେବେ । ବ୍ୟକ୍ତି ବିଶେଷ ଭାବେ ପରିଗଣିତ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ ।
ବାଦ-ବିବାଦର ସମାଧାନ କରିବାରେ ସିଦ୍ଧହସ୍ତ ହେବେ । କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି ।
ନୂତନ ଜମିକ୍ରୟ କରିପାରନ୍ତି । ଆଶାବାଦୀ ହେବେ । ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରିଚୟ ଦେବେ । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣକ୍ଷେତ୍ରରେ ସୈନିକମାନେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments