OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 9th August 2019

Odia Rashiphala

Odia Rashiphala

ଦୁର୍ଘଟଣାରୁ ରକ୍ଷା ପାଇଯିବେ । ସୁଖ ମିଳିବା କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେଲେ ବି, ଖର୍ଚ୍ଚର ପରିମାଣ ବୃଦ୍ଧି ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ନିଜ ପରିବେଶର ପରିବର୍ତ୍ତନ ଘଟିବ । ବନ୍ଧୁ ମିଳନରୁ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ହୃଦୟରେ ସେବା ମନୋଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
ବିଭିନ୍ନ ସ୍ତରରୁ ଜଞ୍ଜାଳ ବୃଦ୍ଧି ହୋଇପାରେ । କେତେକ ଘଟଣାରେ ସହଯୋଗ ମିଳିବ । ବଦଖର୍ଚ୍ଚ ରୋକିବାକୁ ଚେଷ୍ଟା କରିବେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି ।
ପରିବେଶ ଆପଣଙ୍କ ପାଇଁ ଅନୁକୂଳ ରହିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ
ନିର୍ମାୟା ବ୍ୟକ୍ତିଭାବେ ଶୁଦ୍ଧ-ପୂତ ଆଚରଣ ପ୍ରଦର୍ଶନ କରିବେ । ଦାନ-ଧର୍ମକୁ ଆଦରି ନେଇପାରନ୍ତି । ସୁଖୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି ଉପରେ ବିଶେଷ ଦୃଷ୍ଟି ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ଯାତ୍ରାଦିରେ ଲାଭବାନ୍ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । କଥା-ବାର୍ତ୍ତା ସ୍ନେହପୂର୍ଣ୍ଣ ହେବ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଧାର୍ମିକ ଓ ବନ୍ଧୁପ୍ରେମୀ ହୋଇପାରନ୍ତି ।
ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମିଷ୍ଟଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ବ୍ୟବସାୟରୁ ଲାଭ ମିଳିବ ।
ଜରୁରୀ ସାକ୍ଷାତକାର ଘଟିପାରେ । ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍ ହେବେ । ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଅସୁସ୍ଥ ରହି ପାରନ୍ତି ।
ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ପ୍ରିୟ ହେବେ । ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି ।
ଗୃହକାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ ।
ଅନେକ କ୍ଷେତ୍ରରେ ସଫଳତା ମିଳିବ । ଭ୍ରମଣ ଶୁଭଦାୟକ ହେବ । କୁଳଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ଶ୍ରଦ୍ଧା ରହିବ ।
ବନ୍ଧୁମାନଙ୍କ ସାନ୍ନିଧ୍ୟ ପାଇ ଆନନ୍ଦ ଅନୁଭବ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments