OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 11th January 2021

Odia Rashiphala

Odia Rashiphala

ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବହୁ ସୁଖର ଅଧିକାରୀ ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ମିତ୍ରମାନେ ପାଖଛଡ଼ା ଦେଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସ୍ୱକର୍ମ ଓ ସାଧନା ପାଇଁ ମନରେ ଅହଂଭାବ ଆସିପାରେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବା ଆଶା କରାଯାଏ । ପତ୍ନୀଙ୍କ ଉପଦେଶ କଲ୍ୟାଣକର ହେବ ।
ବଦଖର୍ଚ୍ଚି ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଚମତ୍କାରକ ଲାଭ ପ୍ରାପ୍ତ ହୋଇପାରନ୍ତି ।
କର୍ମଚଞ୍ଚଳ ରହିବେ । ଆସନ୍ନ ପ୍ରସବା ଥିଲେ କନ୍ୟାରତ୍ନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଉଦାର ପ୍ରକୃତିର ହେବେ । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । କୃଷି କର୍ମରେ ନିୟୋଜିତ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁର ଭାଷାରେ ଅନ୍ୟକୁ ବଶ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ଓ ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କଠାରୁ ସାହାଯ୍ୟ, ସହାନୁଭୁତି ମିଳିବ । ବ୍ୟବସାୟରୁ ଅଧିକ ଲାଭ ହେବ ।
ଭଲ ଆୟ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସମ୍ପଦଯୁକ୍ତ ହୋଇପାରନ୍ତି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବା ଆଶା କରାଯାଏ ।
ଅଧିକ ବ୍ୟୟର ସମ୍ମୁଖୀନ ହେବେ । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମହିଳାମାନଙ୍କ ପ୍ରତି ସମ୍ମାନବୋଧ ରହିବ । ସାମାନ୍ୟ ରାଜଯୋଗ ଅଛି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ଓ ଜ୍ୟୋତିଷଶାସ୍ତ୍ର ପ୍ରତି ଆଗ୍ରହୀ ହେବେ ।
କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments