![]() |
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ସତ୍ସଙ୍ଗୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିପୂର୍ଣ୍ଣ ହେବେ । |
ସାଧନାରେ ସିଦ୍ଧି ଲାଭ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । କାର୍ଯ୍ୟରେ ବାଧା ଉପୁଜି ପାରେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ । | |
ଅସାଧ୍ୟ ସାଧନ ପାଇଁ ଶକ୍ତି ପ୍ରୟୋଗ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାକୁ ଆଦରି ନେଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ନିଜ ସାଧନ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି । ପତ୍ନୀଙ୍କ ସହାୟତା ଲାଭପ୍ରଦ ହେବ । | |
ହାତଛଡ଼ା ହୋଇଥିବା କାର୍ଯ୍ୟ ପୁଣି ହସ୍ତଗତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳବାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ । | |
ଯୋଗାଯୋଗରେ ସଫଳତା ମିଳିବ । ପ୍ରତ୍ୟେକ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ଉଦ୍ୟମ ଜାରି ରଖିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ଅର୍ଥ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ସୁଖୀ ହେବେ । | |
ଉଦାର ସ୍ୱଭାବର ହୋଇପାରନ୍ତି । ଜଣେ ଦାନଶୀଳ ବ୍ୟକ୍ତିଭାବେ ଅଞ୍ଚଳରେ ଖ୍ୟାତ ସମ୍ପନ୍ନ ହେବେ । ବ୍ୟକ୍ତିତ୍ୱର ବିକାଶ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କର୍ମକାରୀ ହୋଇପାରନ୍ତି । ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । | |
ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହୋଇପାରନ୍ତି । ମଧୁରଭାଷୀ, ମେଳାପୀ, ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । | |
ଚିନ୍ତାମୁକ୍ତ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ । ସସ୍ତ୍ରୀକ ଆନନ୍ଦ ଉପଭୋଗ କରିପାରନ୍ତି । ମିତ୍ର ସୁଖ ମିଳିବ । ବିଦେଶ ଯିବାକୁ ଇଚ୍ଛା କରିବେ । ଧନାଗମ ହେବ । | |
ପରିବାରର କଲ୍ୟାଣ ଭାଜନ ହେବେ । ଆପଣଙ୍କ ଉପରେ ନ୍ୟସ୍ତ କାର୍ଯ୍ୟଭାର ଉତ୍ସାହପଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । | |
ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଚଞ୍ଚଳମନା ହେବେ । ମଧୁରଭାଷୀ ହୋଇପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ହେବେ । ଜ୍ଞାନ ଗରିମାମୟ ହୋଇପାରନ୍ତି । ଗୁପ୍ତ ବିଦ୍ୟାରେ ରୁଚି ରହିବ । କ୍ରୋଧୀ ହୋଇପାରନ୍ତି । | |
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳମନା ହେବେ । ବିଭାଗୀୟ ସ୍ତରରେ ସମ୍ମାନିତ ହୋଇପାରନ୍ତି । କରିତ୍କର୍ମା ହେବେ । ସତ୍ୟ ଧର୍ମକୁ ଆପଣେଇବେ । | |
କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ପ୍ରଦୀପ ଭଳି ଜଳି ଅନ୍ୟକୁ ଆଲୋକ ଦାନ କରିପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ଯଶସ୍ୱୀ ହୋଇପାରନ୍ତି । |
Odia Calendar 2019
Comments
comments