OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 11th November 2019

Odia Rashiphala

Odia Rashiphala

ରୋଜଗାର ଯଥେଷ୍ଟ ପରିମାଣର ହୋଇପାରେ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ । ସୁସ୍ଥ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ବନ୍ଧୁମେଳରେ ଦିନ ବିତାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜିପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ମଧୁରଭାଷୀ ହେବେ । ଅତିଥି ସତ୍‌କାରରେ ଖର୍ଚ୍ଚାନ୍ତ ହେବା ଆଶା କରାଯାଏ ।
ଆୟର ମାତ୍ରା ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଗୃହ ଓ ଯାନବାହାନ ସୁଖ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ପରିବାର ମଧ୍ୟରେ ମର୍ଯ୍ୟାଦା ସମ୍ପନ୍ନ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପ୍ରିୟଜନ ଆଡ଼ ହେବାର ସୂଚନା ମିଳୁଛି । ହୃଦୟରେ ଈର୍ଷା ଜାତ ହୋଇପାରେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନିଷେଧ ।
ଦୂରଯାତ୍ରା ଲାଭଜନକ ହୋଇପାରେ । ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ଲାଗି ପଡ଼ିବେ ।
ଶତ୍ରୁର ଆକ୍ରମଣ ପାଇଁ ଭୟଭୀତ ନ ହୋଇ ସଜାଗ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ଶାନ୍ତିମାନ ହୋଇ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବ । ମନ୍ଦାଗ୍ନି ଭୋଗ କରିପାରନ୍ତି ।
ବନ୍ଧୁ ସହଯୋଗ ମିଳିପାରେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହୋଇପାରନ୍ତି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମକୁ ପାଥେୟ କରି ସେବା ମନୋଭାବର ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି ଉପରେ ଗୁରୁତ୍ୱାରୋପ କରିପାରନ୍ତି । ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନର ପରିଚୟ ଦେବେ ।
କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର, ସମ୍ମାନ ମିଳିବ । ତପସ୍ୱୀ ହେବେ ।
ଭୂମି ଲାଭର ସୁଯୋଗ ଅଛି । ଧନାଗମର ସୂଚନା ମିଳୁଛି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments