OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 12th August 2019

Odia Rashiphala

Odia Rashiphala

ପୂର୍ବାନୁଭୂତିର ବୃଦ୍ଧି ଘଟିପାରେ । ସେବା ମନୋବୃତ୍ତି ଗ୍ରହଣ କରିପାରନ୍ତି । ବୁଦ୍ଧି ଚାଳନା କରି କାର୍ଯ୍ୟ ହାସଲ କରିପାରନ୍ତି । କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବେ । ବ୍ୟବସାୟରେ ଢେର ଉନ୍ନତି ଘଟିବ । ଗୁରୁକୃପା ଲାଭ କରିବେ ।
କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ । ସମ୍ମାନିତ ହେବାର ସୂଚନା ମିଳୁଛି । ଧନକ୍ଷୟ ହୋଇପାରେ । ସୁପଥଗାମୀ ହେବେ । କୃଷି କାର୍ଯ୍ୟରେ ଧ୍ୟାନ ଦେବେ । ପ୍ରଭୂତ ବୃତ୍ତିର ଅଧିକାରୀ ହେବେ । ଜନ ସମର୍ଥନ ମିଳିବ ।
ନିଜ କାର୍ଯ୍ୟ ପାଇଁ ଆନନ୍ଦ ଅନୁଭବ କରିପାରନ୍ତି । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହୋଇପାରେ । କର୍ମକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ । ଅର୍ଥପ୍ରାପ୍ତିର ସୁଯୋଗ ଅଛି । ଉପଜୁ ଥିବା ସମସ୍ୟାର ସମାଧାନ ହେବା ଆଶା କରାଯାଏ ।
ଉଚ୍ଚ ଶିକ୍ଷାରେ ଆଗକୁ ବଢ଼ିବେ । କର୍ତ୍ତବ୍ୟନିଷ୍ଠ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ବ୍ୟବସାୟରେ ଲାଭବାନ୍ ହୋଇପାରନ୍ତି । ସର୍ବ ସୁଖ ମିଳିପାରେ । ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତି ବିନା ବାଧାରେ ପଶ୍ଚାତ୍‌ପଦ ହେବେ ।
ଅଟକି ଥିବା କାର୍ଯ୍ୟରେ ଆଗକୁ ବଢ଼ିବେ । ବହୁ ଶୁଭ ଫଳ ଆଶା କରାଯାଏ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ବିବାଦିୟ ଘଟଣାରେ ବିଜୟୀ ହେବେ । ହଠାତ୍ କିଛି ଅର୍ଥ ମିଳିପାରେ । ବିଭିନ୍ନ ଦିଗରୁ ଆର୍ଥିକ ସ୍ରୋତ ବହିବ ।
କିଛି ଭୁଲ କାର୍ଯ୍ୟ ନ କରି ମଧ୍ୟ ଅଯଥା ହନ୍ତ-ସନ୍ତ ହୋଇପାରନ୍ତି । କୃଷି କର୍ମ ଦକ୍ଷ ହେବେ । ଯାନବାହନ ସୁଖ ମିଳିପାରେ । ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ରହିବ । ନୃତ୍ୟ ସଙ୍ଗୀତ ପ୍ରିୟ ହୋଇପାରନ୍ତି । ନ୍ୟାୟୋଚିତ କାର୍ଯ୍ୟ କରିପାରନ୍ତି ।
କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ । ସାମାନ୍ୟ ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଯଶସ୍ୱୀ ହୋଇପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ ।
ନୂତନ ଗୃହର କାର୍ଯ୍ୟ ଆରମ୍ଭ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଭାଗ୍ୟର ପରିବର୍ତ୍ତନ ଘଟିପାରେ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ନୀତିଜ୍ଞ ହେବେ । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିବେ ।
ପୂର୍ବରୁ ଚାଲୁ ରହିଥିବା ଯୋଜନାରେ ପରିବର୍ତ୍ତନ ଘଟାଇ ନୂତନ ଯୋଜନା ପ୍ରଣୟନ କରିବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ ।
ନୂତନ ଜମି କିଣିବାର ସୁଯୋଗ ମିଳିବ । ବ୍ୟୟ ପରିମାଣ ବୃଦ୍ଧି ହେବ । ଏକାଗ୍ରତା ଫଳ ସୁଖ ଦାୟକ ହେବ । କଥାଶୈଳୀରେ ଶତ୍ରୁଙ୍କୁ ବଶ କରିପାରନ୍ତି । ଚଞ୍ଚଳ ଚେଷ୍ଟିତ ହୋଇ କାର୍ଯ୍ୟ ହାସଲ କରିବେ । ଜ୍ଞାନ-ଗରିମା ବୃଦ୍ଧି ହେବ ।
ଆୟ ଆଶାନୁରୂପ ହେବ । ଘାତଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କତା ଅବଲମ୍ବନ କରିବେ । ସୁସ୍ଥ ଓ ନିରାମୟ ରହିବେ । ଉଚ୍ଚ ମହଲରେ ସମ୍ମାନିତ ହୋଇପାରନ୍ତି । ଅକ୍ଳେଶରେ କାର୍ଯ୍ୟ ହାସଲ କରିବେ । ସୁଖୀ ହେବେ ।
ପ୍ରଥମେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ଧନ ପ୍ରାପ୍ତିର ସୂଚନା ମିଳୁଛି । ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବିନୟୀ ଭାବ ପ୍ରଦର୍ଶନ କରି ପ୍ରଶଂସନୀୟ ହେବେ । ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ପ୍ରବଳ ପ୍ରତାପୀ ହେବେ । ଦୃଢ଼ ପୌରୁଷ ପଣିଆର ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments