![]() |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କାର୍ଯ୍ୟରେ ତତ୍ପର ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । |
![]() |
ପାରିବାରିକ ଶାନ୍ତି ଅବ୍ୟାହତ ରହିବ । ମନ ପ୍ରସନ୍ନ ରହିବ । ଧର୍ମଭାବାପନ୍ନ ହେବେ । ମଧୁରଭାଷୀ ହେବେ । ମେଳାପୀ ପ୍ରକୃତିର ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । |
![]() |
ଜନସାଧାରଣଙ୍କର କଲ୍ୟାଣଭାଜନ ହୋଇପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱ ଅଧିକ ବିକଶିତ ହେବ । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଧନାଗମର ସୂଚନା ମିଳୁଛି । |
![]() |
ମିଳିଥିବା ସୁଯୋଗର ଉପଯୋଗ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ଦେଶରକ୍ଷାରେ ପାରଙ୍ଗମ ହେବେ । |
![]() |
ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସାହସୀ ହେବେ । ଜ୍ଞାନ ଗରିମାର ଅଧିକାରୀ ହେବେ । ମଧୁର ବଚନରେ ପରକୁ ଆପଣାର କରିବାରେ ସକ୍ଷମ ହେବେ । |
![]() |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ଶାସ୍ତ୍ର ପ୍ରତି ରୁଚି ରହିବ । ଆୟ ଆଶାନୁରୂପ ହେବ । |
![]() |
ଜଟିଳ କାର୍ଯ୍ୟକୁ ସରଳ, ସୁଗମ କରିବାରେ ସିଦ୍ଧହସ୍ତ ହେବେ । ସମ୍ମାନିତ ହେବେ । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । |
![]() |
ପ୍ରତ୍ୟେକ କ୍ଷେତ୍ରରେ ସୌଜନ୍ୟ ଭାବ ସମ୍ପନ୍ନ ହେବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବହୁ ସୁଖର ଅଧିକାରୀ ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । |
![]() |
ଚେତନାଧର୍ମୀ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କୃଷିକ୍ଷେତ୍ର ଲାଭଜନକ ହୋଇପାରେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । |
![]() |
କର୍ମକ୍ଷେତ୍ର ଉତ୍ସାହଜନକ ହେବ । ବ୍ୟବସାୟ ଅଧିକ ଲାଭଦାୟକ ହେବ । ଜଣେ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମନରେ ଗର୍ବଭାବ ବହନ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସହାୟତା ମିଳିବ । |
![]() |
କାର୍ଯ୍ୟ ସଂପାଦନ ପାଇଁ ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ମନୋବଳ ଦୃଢ଼ ରହିବ । ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ । |
![]() |
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ଲାଭ କରିବେ । କର୍ମ ଚଞ୍ଚଳ ରହିବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ । ବ୍ୟବସାୟ ଅଧିକ ଲାଭଜନକ ହେବ । ସୁଖ ମିଳିବ । |