OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 13th July 2020

Odia Rashiphala

Odia Rashiphala

ଯାତ୍ରା ପଥ ବ୍ୟୟବହୁଳ ହୋଇପାରେ । ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ନୀତିନିଷ୍ଠ ହେବେ । ରାଜଯୋଗ ଅଛି ।
ଯୋଗାଯୋଗରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହ ଓ ଯାନବାହନ ସୁଖ ମିଳିବ ।
ପ୍ରତ୍ୟେକ କ୍ଷେତ୍ରରେ ଆଗୁଆ ହେବେ । ଧନପ୍ରିୟ ହୋଇପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ପରିବାର ଓ ଜନସାଧାରଣଙ୍କଠାରୁ ସ୍ନେହ, ସହାନୁଭୂତି ମିଳିବ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସୁଯୋଗ ପାଇ ଆଗକୁ ମାଡ଼ି ଚାଲିଲାବେଳେ ଦୁର୍ଯୋଗର ସମ୍ମୁଖୀନ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
କାର୍ଯ୍ୟରେ ସଫଳତା ମିଳିବ । ଯାତ୍ରା ଶୁଭପ୍ରଦ ହେବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ । ପରିବାର ପ୍ରତି ସ୍ନେହ, ସଦିଚ୍ଛା ରହିବ ।
ଯାହା ଇଚ୍ଛା କରୁଥିବେ; ତାହା ମିଳିପାରେ । ଆମୋଦପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ।
ଯୋଗାଯୋଗ ଫଳଦାୟକ ହେବ । ମନୋବଳ ଦୃଢ଼ ରହିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ଅର୍ଥଲାଭ ହେବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଜନ ସଂପର୍କ ବୃଦ୍ଧି ହେବ ।
ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଉଦାର ସ୍ୱଭାବ ସମ୍ପନ୍ନ ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବା ଆଶା କରାଯାଏ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ବ୍ୟକ୍ତିବିଶେଷ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱର ବିକାଶ ଘଟିବ । ମଧୁରଭାଷୀ ହେବେ । ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ ।
ଯାତ୍ରାପଥ କୁସୁମିତ ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଲୋକପ୍ରିୟ ହେବେ । ଗୌରବ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments