OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 14th Sep 2020

Odia Rashiphala

Odia Rashiphala

ଜଟିଳ ସମସ୍ୟାର ସମାଧାନ କରିବାରେ ସିଦ୍ଧହସ୍ତ ହେବେ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମ ଉପରେ ଗୁରୁତ୍ୱ ଦେବେ ।
ହାତଛଡ଼ା ହୋଇଥିବା ସମ୍ପଦ, ପୁଣି ହସ୍ତଗତ ହୋଇପାରେ । ଭିନ୍ନଭିନ୍ନ ସ୍ତରରେ ପ୍ରଶଂସିତ ହେବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ ।
କଳେ, ବଳେ, କୌଶଳେ କାର୍ଯ୍ୟ ହାସଲ କରିପାରନ୍ତି । ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହେବେ ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯବାନ୍‌ମାନେ ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ବ୍ୟବସାୟ ଲାଭଜନକ ହେବ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ସାମୟିକ ଭାବେ ଜନଗହଳି ଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ । ଭାଷା ମଧୁର ହେତୁ ଜନସାଧାରଣଙ୍କର ଆଦରର ପାତ୍ର ହେବେ ।
ଯୋଗାଯୋଗରେ ସଫଳତା ମିଳିବ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଚାକିରିରେ ସୁନାମ ଅର୍ଜନ କରିବେ । କରିତ୍‌କର୍ମା ହେବେ ।
ଆୟ ଆଶାନୁରୂପ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ସରକାରୀ କୃପା ଲାଭ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭ୍ରମଣ ଯୋଗ ଅଛି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ ।
କାର୍ଯ୍ୟ କରାୟତ୍ତ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ବୁଦ୍ଧିମାନ୍ ଓ ବିଦ୍ୟାଭ୍ୟାସୀ ହେବେ । ଶ୍ରେଷ୍ଠ କର୍ମଯୁକ୍ତ ହୋଇପାରନ୍ତି । ସତର୍କତାର ଦିନ ।
ଯାତ୍ରା ଶୁଭଦାୟକ ହେବ । ଆନନ୍ଦ ଉତ୍ସବରେ ସାମିଲ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ମନରେ ଅହଂଭାବ ପୋଷଣ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ ।
ସବୁ ବାଧା-ବିଘ୍ନକୁ ଏଡ଼ାଇ କାର୍ଯ୍ୟକୁ ବଢ଼ାଇ ପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆଦରର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ । ଲଟେରି ଫଳ ସପକ୍ଷରେ ଯାଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments