OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 15th March 2021

Odia Rashiphala

Odia Rashiphala

ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ରାଜଯୋଗ ଭୋଗ କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ ।
ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିବାର ସୂଚନା ମିଳୁଛି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପ୍ରତିହିଂସା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା ନ କରିବା ଭଲ । ଯାନବାହନରେ ସତର୍କ ହେବେ ।
ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିୟୋଜିତ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଆପଣଙ୍କ ଭବିଷ୍ୟତ ପାଇଁ ଉପାଦେୟ ହେବ ।
ପ୍ରୀତିଲାଭ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳଶାଳୀ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉତ୍କଷ୍ଟ ଧରଣର କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷିରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ମନରେ ପ୍ରସନ୍ନତା ଭାବ ଉପୁଜି ପାରେ । ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ କଷ୍ଟଭୋଗ କରିବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ମିଳିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ । ଦାମ୍ପତ୍ୟ ସୁଖ ମିଳିପାରେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ଲାଭର ସୂଚନା ମିଳୁଛି । ଧନ-ସମ୍ପଦ ଭରପୂର ରହିବ । ଲୋକପ୍ରିୟ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments