![]() |
ମୂଲ୍ୟବାନ୍ ଦ୍ରବ୍ୟ କିଣିବାରେ ଅଧିକ ବ୍ୟୟ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସାଧନାର ପ୍ରଥମ ସୋପାନ ଏକାନ୍ତ ବାସକୁ ଆଦରି ନେଇପାରନ୍ତି । ରାଜଯୋଗ ଅଛି । ସାହସୀ ଓ ଜ୍ଞାନୀ ହେବେ । |
ଶ୍ରମ ସାର୍ଥକ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । | |
କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ-ସଦିଚ୍ଛା ଭାବ ବଢିବ । | |
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । | |
ସାମାନ୍ୟ ଅସୁସ୍ଥ ଥାଇ ମଧ୍ୟ ଆମୋଦ ପ୍ରମୋଦ ମିଳିପାରେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା ନ କରିବା ଭଲ । ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି । ସତର୍କରେ ଚଳିବେ । | |
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଗର୍ବଭାବ ବହନ କରିପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିବେ । | |
ଶତ୍ରୁ ଉପଦ୍ରବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନ ସୁ୍ଖପ୍ରଦ ହେବ । | |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ । | |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ୍ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମ ଉପରେ ଧ୍ୟାନ ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । | |
ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ । ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି । | |
ଆୟର ମାର୍ଗ ଉନ୍ମୁକ୍ତ ରହିଛି । ଐଶ୍ୱର୍ଯ୍ୟାପ୍ରାପ୍ତିର ସୂଚନା ମିଳୁଛି । ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବାର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । |
Odia Calendar 2021
Comments
comments