OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 19th August 2019

Odia Rashiphala

Odia Rashiphala

ମିଳିଥିବା ସୁଯୋଗର ଉପଯୋଗ କରିପାରନ୍ତି । କାର୍ଯ୍ୟରେ ବିରୋଧତା ଆସିପାରେ । ଥଣ୍ଡା-କଫଜନିତ ପୀଡ଼ା ଭୋଗ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମିଠା କଥା କହି ପରକୁ ଆପଣାର କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । ସାହସୀ ହେବେ ।
ଆୟ ଆଶାନୁରୂପ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ ।
ଭଲ ରୋଜଗାର ହେବ । କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ନିଜ ପରିବାରର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟ ଲାଭଜନକ ହେବ ।
ପରୋପକାରୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବା ଆଶା କରାଯାଏ ।
ଶରୀର ସୁସ୍ଥ ରହିବ । କାର୍ଯ୍ୟ ହାନି ଘଟିପାରେ । ମାନସିକ ଅଶାନ୍ତି ଭୋଗ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହେବେ । ଭାଗ ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ ।
ବନ୍ଧୁ ସୁଖ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ଅର୍ଜନ କରିବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଜଳ ପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିପାରେ ।
ମନ ପ୍ରଫୁଲ୍ଲ ରହିବ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ମିଳିବ ।
ବ୍ୟବସାୟରେ ଲାଭ-କ୍ଷତି ସମାନ୍ତରାଳ ଗତି କରିପାରେ । ଚିନ୍ତାଧାରା ଉନ୍ନତମାନର ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ବିକାଶ ଘଟିବ । ଆବଶ୍ୟକ ପଡ଼ିଲେ ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣକ୍ଷେତ୍ରରେ ଅଥବା ମାଲିମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି । ଲୋକପ୍ରିୟ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments