OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 1st April 2019

Odia Rashiphala

Odia Rashiphala

ରୋଜଗାର ଆଶାନୁରୂପ ହେବ । ବାଧା, ପ୍ରତିବନ୍ଧକ ଥାଇ ମଧ୍ୟ କାର୍ଯ୍ୟରେ ଅଗ୍ରଗତି ଘଟିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଚଞ୍ଚଳ ଚେଷ୍ଟିତ ହେବେ ।
କୌଣସି ମତେ କାର୍ଯ୍ୟ ଚଳାଇ ନେଇ ପାରନ୍ତି । କର୍ମ ଚଞ୍ଚଳ ରହବେ । ବଂଶର ମାନ-ସମ୍ମାନ ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ପ୍ରିୟଜନଙ୍କ ଠାରୁ ସାହାଯ୍ୟ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ଅତିବାହିତ କରବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ପ୍ରବାସପ୍ରିୟ ବିଦ୍ୱାନ ଓ ସାହସୀ ହେବେ । ଉଦ୍ୟୋଗୀ ଓ ସମ୍ପତ୍ତିବାନ୍ ହେବେ ।
ଦିନସାରା କାର୍ଯ୍ୟବ୍ୟସ୍ତ ରହବେ । ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନ-ବାହନରେ ସତର୍କତା ଆବଶ୍ୟକ । ଜଳଯାତ୍ରା କରିବା ମନା ।
ବନ୍ଧୁ ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଆକୃଷ୍ଟ ହେବେ । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୌର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି । ପାରିବାରିକ ସ୍ନେହ ରହିବ ।
ନିଜ କାର୍ଯ୍ୟରେ ନିଜେ ସମୀକ୍ଷା କରବେ । ଶତ୍ରୁ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବା ସହିତ ମାନସିକ ଶାନ୍ତିଫେରି ପାଇବେ । ଶତ୍ରୁହନ୍ତା ହେବେ ।
ମିଥ୍ୟା ଅପବାଦରୁ ରକ୍ଷା ପାଇବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୌଭାଗ୍ୟ ଅଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତ୍ୱତିର ପରାକାଷ୍ଠା ପ୍ରତିପାଦନ କରବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି କର୍ମକାରୀ ହୋଇପାରନ୍ତି । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଉପୁଜିଥିବ ସଙ୍କଟର ମୁକାବିଲା କରବେ । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ଚାଟୁବାକ୍ୟ ପ୍ରୟୋଗରେ ସମସ୍ତଙ୍କୁ ଆକର୍ଷିତ କରିପାରନ୍ତି । ବିବାଦରେ ବିଜୟୀ ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହେବେ ।
 କାର୍ଯ୍ୟରେ ଉନ୍ନତି ଘଟିବ । ଲୋଭଗ୍ରସ୍ତ ହୋଇପାରନ୍ତି । ପରମ, ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପରଦେଶବାସୀ, ମଧରୁଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ ।
କାର୍ଯ୍ୟରେ ବିଳମ୍ବିତ ହୋଇପାରେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧି ହୋଇପାରେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହବେ । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୁଯୋଗ ଅଛି । ଚିନ୍ତାଧାରା ଉନ୍ନତମାନର ହେବ ।
ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ମଧରୁଭାଷୀ ଓ ଜ୍ଞାନୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments