OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 1st Feb 2021

Odia Rashiphala

Odia Rashiphala

ଉଦାସ ସ୍ୱଭାବର ହୋଇପାରନ୍ତି; ମାତ୍ର ଶତ୍ରୁର ଉପସ୍ଥିତ ଆପଣଙ୍କୁ ବିବ୍ରତ କରିପାରେ । ବନ୍ଧୁ ସହାୟତା ପାଇ ଶତ୍ରୁକୁ ପରାଜିତ କରିପାରନ୍ତି । ମାନସିକ ଶାନ୍ତି ଫେରି ପାଇବେ । ଶୁଭକାର୍ଯ୍ୟ କରଣୀୟ ଋଣ ପରିଶୋଧ କରିପାରନ୍ତି ।
ସୁଖ ହାନିର ସୂଚନା ମିଳୁଛି; ମାତ୍ର ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଶୁଭ ସମାଚାର ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସନ୍ତାନ ଲାଭ ହୋଇପାରେ ।
ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମ ଯେତେ କଠିନ ହେଉ ପଛେ ତା’ର ମୂଲ୍ୟ ମିଳିବ । ଯାନବାହନ ସୁଖ ମିଳିବ । ସୁବର୍ଣ୍ଣ ସମ୍ପଦ ମିଳିପାରେ ।
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନରେ ଆତ୍ମସନ୍ତୋଷ ଲାଭ କରିବେ । ଶାନ୍ତିର ବାତାବରଣ ପ୍ରବାହିତ ହେବ । ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ ।
କିଛି ଉନ୍ନୟନ କାର୍ଯ୍ୟ କରିବାକୁ ନେଇ ପରାମର୍ଶ ଗ୍ରହଣ କରିବାକୁ ହେବ । ସୁଗୁଣ ସମ୍ପନ୍ନ ହେବେ । ଧନବାନ୍ ହୋଇପାରନ୍ତି । ସତ୍ୟାନୁରାଗୀ ହେବେ । ଉତ୍ତମା ପତ୍ନୀ ଓ ପୁତ୍ରାଦିଯୁକ୍ତ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହେବ ।
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ଉନ୍ନତମାନର ହେବ ।
ସ୍ୱଳ୍ପ ଆୟ ହେବାର ସୂଚନା ମିଳୁଛି; ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । ବିବାଦୀୟ ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ମଧୁର ବଚନ କହି ପରକୁ ଆପଣାର କରିପାରନ୍ତି । ଚକ୍ଷୁ ପୀଡ଼ା ହେବ ।
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ବ୍ୟବସାୟ ଲାଭଜନକ ହେବ । ଲୋକ ସମ୍ପର୍କ ବୃଦ୍ଧି ପାଇବ ।
ଶୁଭ ସମାଚାର ପାଇ ଆଶ୍ୱସ୍ତି ମିଳିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କଳ କୌଶଳ ପ୍ରୟୋଗ କରି ଅଧିକ କ୍ଷମତା ହାସଲ କରିବେ ଓ ତା’ର ସଦ୍‌ବ୍ୟବହାର କରିପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଭକ୍ତି ଗାଥା ପ୍ରବଚନ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ।
ଆଶାବାଦୀ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ନ୍ୟସ୍ତ ଦାୟିତ୍ୱର ସୁପରି ଚାଳନା କରି ପ୍ରଶଂସାର ପାତ୍ର ହେବେ । କାର୍ଯ୍ୟରେ ଉପୁଜି ଥିବା ବାଧାବିଘ୍ନର ମୁକାବିଲା କରି ଆଗକୁ ବଢ଼ିବେ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ସୁଖକର ଘଟଣା ଘଟିପାରେ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ଶକ୍ତିମାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ରୁଚିକର ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments