OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 1st March 2021

Odia Rashiphala

Odia Rashiphala

ସୁସ୍ଥ ନିରାମୟ ରହିବେ; କେବଳ ଆଖିରେ ସାମାନ୍ୟ ପୀଡ଼ା ଉପୁଜି ପାରେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଠାରୁ ସହାୟତା ମିଳିବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ । ଧାର୍ମିକ ତେଜସ୍ୱୀ ହେବେ ।
ଦାନଶୀଳ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭବାନ୍ ହେବେ । ଶ୍ରେଣୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । କଥାରେ ବିନୟ ଭାବ ଓ ସ୍ନେହ, ଶ୍ରଦ୍ଧା ରହିବ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ସ୍ନେହ, ଶ୍ରଦ୍ଧା ମିଳିବ । ବିବାଦରେ ବିଜୟୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱ ଅଧିକ ବିକଶିତ ହୋଇପାରେ । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଉଦାର, ବିଦ୍ୟାପ୍ରେମୀ ହୋଇପାରନ୍ତି । ମଧୁରଭାଷୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଅଧିକ ଧନ ମିଳିବ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଉଣା ହେବ ନାହିଁ । ସୁସ୍ଥ ଓ ନିରାମୟ ରହିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଧନ ସମ୍ପଦ ଭରପୂର ରହିବ । କରିତ୍‍କର୍ମା ହେବେ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ସରକାରୀ କୃପା ଲାଭ କରିପାରନ୍ତି ।
ବାଧା ବିଘ୍ନକୁ ଏଡାଇ କର୍ମପଥରେ ଅଗ୍ରସର ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରି ପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ ।
ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବାର ସୂଚନା ମିଳୁଛି ।
କର୍ତ୍ତବ୍ୟ ନିଷ୍ଠ ହେବେ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । କୀର୍ତ୍ତିମାନ ହେବେ । ସର୍ବ ସୁଖ ମିଳିପାରେ ।
ଅଧିକ ପରିଶ୍ରମ କରି କ୍ଲାନ୍ତ ହେଲେ ବି ତା’ର ମୂଲ୍ୟ ପାଇ ଆଶ୍ୱସ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁଖରେ ରହିବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ବିବାଦୀୟ ପରିସ୍ଥିତିରେ ସୁଧାର ଆସିବ । ନୂତନ ଯୋଜନା ପ୍ରସ୍ତୁତ କରି ପ୍ରଶଂସାର ପାତ୍ର ହେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ସୁଖ ସମ୍ଭୋଗର ସମୟ ଉପଗତ । ବ୍ୟବସାୟ ଲାଭଜନକ ହେବ । ସେବା ଅନୁଦାନରେ ଯୋଗଦାନ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବନ୍ଧୁ ସହାୟତା ମିଳିବ । ଅବିବାହିତମାନଙ୍କର ବିବାହ ଧାର୍ଯ୍ୟ ହେବ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments