OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 22th April 2019

Odia Rashiphala

Odia Rashiphala

 କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ସଫଳତାର ନିକଟବର୍ତ୍ତୀ ହୋଇପାରନ୍ତି । ଆମୋଦପ୍ରମୋଦରେ ଦିନଟି ଅତିବାହିତ ହେବ। ବ୍ୟବସାୟ ଲାଭଜନକ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
ଦୂରଯାତ୍ରା କରିପାରନ୍ତି । ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ବଦଖର୍ଚ୍ଚୀ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ଅର୍ଜନ କରିବେ ।
କାର୍ଯ୍ୟରେ ଢେର ଉନ୍ନତି ଘଟିବ। କେତେକ ଘଟଣାରେ ଭାଗ ନ ନେଇ ନିରବ ଦ୍ରଷ୍ଟା ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟ ଅତ୍ୟନ୍ତ ଲାଭ ଦାୟକ ହେବ । ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ଋଣଗ୍ରସ୍ତ ହୋଇପାରନ୍ତି । କେତେକ କ୍ଷେତ୍ରରେ ବାଦାନୁବାଦ ଉପୁଜିପାରେ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ଶୋଭନ ବ୍ୟକ୍ତିତ୍ୱ ଓ ବଦ୍ଧିମାନ୍ ହେବେ ।
ଭ୍ରାତୃ ବିବାଦର ଅନ୍ତଃ ଘଟିବ । ମନୋବଳ ଦୃଢ଼ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।
ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ କରିବେ । କାର୍ଯ୍ୟ ହାସଲ କରିବାକୁ ହେଲେ ତରବର ନ ହୋଇ ଅପେକ୍ଷା କରିବାକୁ ପଡ଼ବ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବଦ୍ୟାପ୍ରେମୀ ହୋଇପାରନ୍ତି ।
 କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି । ସୁଖ-ସମ୍ମାନ ଲାଭ କରିବେ । ଶକ୍ତିମାନ୍ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଋଣକ୍ଷେତ୍ରରେ ପାରଙ୍ଗମ ହେବେ । ମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ । ସୁସ୍ୱାଦୁ ଭୋଜନ ମିଳିବ । ସୁସ୍ଥ ଓ ନିରାମୟ ରହିବେ ।
ମନ ଉଦ୍‌ବିଘ୍ନ ରହିବ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ କଷ୍ଟ ଅନୁଭବ କରିପାରନ୍ତି । ମଧୁର କଥା କହି ଜନମନ ବଶ କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ସାହସୀ ଓ ଜ୍ଞାନୀ, ଗରିମାଯୁକ୍ତ ହେବେ । ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ ।
ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ପାଇ କୃତଜ୍ଞ ହେବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିବ ।
ବନ୍ଧୁବର୍ଗରୁ କାର୍ଯ୍ୟରେ ଓ କଥାରେ ସହାୟତା ମିଳିବ । କର୍ମଚଞ୍ଚଳ ରହିବେ । କୁଳଦୀପକ ହେବେ । ମନରେ ପ୍ରସନ୍ନତା ଭାବ ଦେଖା ଦେବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ଓ ସୁଖୀ ହେବେ ।
ଦୂରଯାତ୍ରାରେ ଲାଭବାନ୍ ହେବେ । ଆଳସ୍ୟ ପରାୟଣ ହେବେ । ଦିନଟି ଭୋଗ ବିଳାସରେ ଅତବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments