OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 22th June 2020

Odia Rashiphala

Odia Rashiphala

ମନ ପ୍ରସନ୍ନ ରହିବ । ମଧୁରଭାଷୀ ହୋଇପାରନ୍ତି । ଆସ୍ତିକ ଓ ମେଳାପୀ ପ୍ରକୃତିର ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ । ବନ୍ଧୁପ୍ରେମୀ, ଧାର୍ମିକ ଓ ବିଦ୍ୱାନ୍ ହେବେ । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି ।
ବୃଦ୍ଧିବଳରେ ଉନ୍ନୟନ କାର୍ଯ୍ୟ ହାତକୁ ଆଣିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ଶିଳ୍ପ କ୍ଷେତ୍ରରେ ନିଜର ଅଭିଜ୍ଞତାକୁ କାର୍ଯ୍ୟରେ ପ୍ରୟୋଗ କରିବେ । ସୁଖୀ ହେବେ ।
ତରବର ନ ହୋଇ ଅପେକ୍ଷାରତ ହେଲେ କାର୍ଯ୍ୟରେ ସଫଳ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ଚଞ୍ଚଳମନା ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବାରେ ସକ୍ଷମ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ଓ ଜ୍ଞାନୀ ହେବେ ।
ସଫଳତା ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ବିଭାଗୀୟ କୃପାଲାଭ କରିବେ । ଯଶସ୍ୱୀ ହେବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ହେବେ ।
ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ ହୋଇପାରେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବହୁ ସୁଖର ଅଧିକାରୀ ହେବେ । ଧର୍ମାତ୍ମା, ବିଦ୍ୱାନ୍ ଓ ସମ୍ପତ୍ତିଯୁକ୍ତ ହେବେ ।
ମିଳିଥିବା ସୁଯୋଗକୁ ହାତଛଡ଼ା ନ କରିବା ଭଲ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ବନ୍ଧୁ-ସହୋଦରଙ୍କ ଠାରୁ ସହାୟତା ମିଳିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟର ସହ କାର୍ଯ୍ୟ କରି ସଫଳତା ଲାଭ କରିବେ । ପତ୍ନୀ ଉପଦେଷ୍ଟା ହେବେ ।
ଆଶା କରୁଥିବା କାର୍ଯ୍ୟଟି ହାତକୁ ଆସିପାରେ । ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।
ନିଜର ଦାୟିତ୍ୱ ପାଇଁ ବ୍ୟଗ୍ର ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବିଭିନ୍ନ ଦିଗରୁ ସହାୟତା ମିଳିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ ।
ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଆଦରି ନେଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments