OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 22th March 2021

Odia Rashiphala

Odia Rashiphala

ଉଚ୍ଚ ସମ୍ମାନର ଅଧିକାରୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଭାଷା ସରଳ, ବୋଧଗମ୍ୟ ଓ ମଧୁର ହୋଇପାରେ । ଥଣ୍ଡା କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ବିବେକୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ । ଶାନ୍ତିପ୍ରେମୀ, ସହନଶୀଳ, ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ ।
ଧନକ୍ଷୟ ହେବାର ସମ୍ଭାବନା ଅଛି । ଥଣ୍ଡା କଫରେ ପୀଡ଼ିତ ଥାଇ ମଧ୍ୟ କର୍ମଚଞ୍ଚଳ ରହିବେ । ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ । ମଧୁର ଭାଷାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ ।
ରୋଜଗାର ଆଶାନୁରୂପ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଯଶସ୍ୱୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ମିଳିପାରେ ।
ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଚଳାଇପାରନ୍ତି । ବ୍ୟବସାୟରୁ ଭଲ ଲାଭ ମିଳିବ । ବଂଶ ଗରିମାକୁ ଆଲୋକିତ କରିପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।
ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଈର୍ଷା ପରାୟଣ ହେବାକୁ ବାଧ୍ୟ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ବିବାଦୀୟ ଘଟଣାରେ ମୌନ ରହିବା ଭଲ । ଯାନବାହନରେ ସତର୍କ ରହିବେ ।
ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ଲାଭଜନକ ହେବ । ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଉତ୍ସର୍ଗୀକୃତ ମନୋଭାବର ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଅବଶିଷ୍ଟ ଶରୀର ସୁସ୍ଥ ଓ ନିରାମୟ ସମ୍ପନ୍ନ ହେବ । ଶକ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିର କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସା ଭାଜନ ହେବେ ।
ଉତ୍ତମ ପରାମର୍ଶଦାତାଭାବେ ସମ୍ମାନିତ ହେବେ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ରରୁ ଲାଭବାନ୍ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments