OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 22th Nov 2021

Odia Rashiphala

Odia Rashiphala

ଆଶାବାଦୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର କଥାରେ ଜନ-ମନ ତୋଷ କରିବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃଭାବ ଅତୁଟ ରହିବ । ସର୍ବତ୍ର ବିଜୟୀ ହେବେ । ସୁସ୍ଥ ଓ ନିରାମୟ ରହିବେ ।
ଉଚ୍ଚ ଆଶା ଫଳବତୀ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସହନଶୀଳ ହେବେ । ମିତ୍ରଙ୍କ ସହାୟତା ମିଳିବ ।
ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
କର୍ମଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ଧର୍ମମାର୍ଗରେ ଅକୁଣ୍ଠିତ ଚିତ୍ତରେ ଅଧିକ ଧନ ବ୍ୟୟ କରିବେ । ଏକାନ୍ତ ପ୍ରିୟ ହେବେ । ମଧୁର କଥାରେ ଶତ୍ରୁବଶ କରିବେ ।
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବାର ସମ୍ଭାବନା ରହିଛି ।
କାର୍ଯ୍ୟ ଉତ୍ସାହଜନକ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍‌ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ମନରେ ଅସନ୍ତୋଷ ଦେଖା ଦେଇପାରେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ବନ୍ଧୁ ସହାୟତା ମିଳିବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ପରଚର୍ଚ୍ଚାରୁ ବିରତ ନ ହେଲେ ମାନ୍ୟତା ହ୍ରାସ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିରେ ପ୍ରଶଂସା ମିଳିବ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଅଧ୍ୟୟନ, ଅଧ୍ୟାପନା, ଯଜନ, ଯାଜନ, ଦାନ ଓ ପରିଗ୍ରହରତ ହେବେ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଆଦର୍ଶ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମ ଉପରେ ଅଧିକ ଗୁରୁତ୍ୱ ଦେଇପାରନ୍ତି । ଦଳ ପ୍ରତି ଆଦର, ସମ୍ମାନ ବୃଦ୍ଧି ହେବ । ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments