![]() |
ବନ୍ଧୁମିଳନ ଆନନ୍ଦ ଦାୟକ ହେବ । ସୁଖକର ଘଟଣା ଘଟିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ସୁସ୍ୱାଦୁ ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିବେ । |
![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରିପାରନ୍ତି । ଋଣ ପରିଶୋଧ କରିବେ । |
![]() |
ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉପଯୁକ୍ତ ପରାମର୍ଶଦାତା ହୋଇପାରନ୍ତି । |
![]() |
ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଯାନବାହନ ସୁଖ ମିଳିବ । କୃଷି କ୍ଷେତ୍ରରୁ ଲାଭ ମିଳିପାରେ । ଗୃହ ପରିବେଶ ପ୍ରଦୂଷଣମୁକ୍ତ ରହିବ । ପତ୍ନୀଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବେ । |
![]() |
ମନ ପ୍ରସନ୍ନ ରହିବ । ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଭଗବତ ପ୍ରେମୀ ହେବେ । ଦେବଦର୍ଶନ ପାଇ ଆତ୍ମତୃପ୍ତି ଲାଭ କରିବେ । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭ ମିଳିବ । |
![]() |
ମନ ଦ୍ୱିଦ୍ଧାଗ୍ରସ୍ତ ହୋଇପାରେ । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରି ପାରନ୍ତି । ନୀତିନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ । ବିବିଧ ଧନଯୁକ୍ତ ହୋଇପାରନ୍ତି । ମନ ଚଞ୍ଚଳ ରହିବ । ଅତିସୁଖୀ ଓ କୀର୍ତ୍ତିମାନ ହେବେ । |
![]() |
ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି । ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଦାମ୍ପତ୍ୟ ସୁଖ ମିଳିବ । ଚିନ୍ତାଧାରା ମହତ୍ ହେବ । |
![]() |
ମନରେ ଭକ୍ତିଭାବ ଜାଗ୍ରତ ହେବ । ବିବାଦୀୟ ବିତର୍କରେ ଭାଗନେଇ ନିରବ ଦର୍ଶକ ସାଜିପାରନ୍ତି । ଯାତ୍ରା ଶୁଭପ୍ରଦ ହେବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ମଧୁର କଥା କହି ପରକୁ ଆପଣାର କରିବେ । କର୍ମଚଞ୍ଚଳ ରହିବେ । |
![]() |
ଧନସମ୍ପଦ ଭରପୂର ରହିବାର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଭାବବିହ୍ୱଳ ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । |
![]() |
ସୁଖ ସମ୍ମାନ ଲାଭକରି ପାରନ୍ତି । ଶୁଭ ସମାଚାର ମିଳିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ପ୍ରତିଯୋଗିତାରେ କୃତିତ୍ୱ ମିଳିବ । |
![]() |
ଭ୍ରମଣ ସଖଦାୟକ ହେବ । ଅଧିକ କ୍ଷମତା ପାଇ ତା’ର ସଦ୍ ବ୍ୟବହାର କରିପାରନ୍ତି । ଥଣ୍ଡାସର୍ଦ୍ଦିରେ ଆକ୍ରାନ୍ତ ହୋଇପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଦୁଶ୍ଚିନ୍ତା ଦୂର ହେବ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଅନଟନର ସମ୍ମୁଖୀନ ହେଲେ ବି ଉନ୍ନୟନ କାର୍ଯ୍ୟରୁ ବିରତ ହେବେ ନାହିଁ । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ । |