OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 25th March 2019

Odia Rashiphala

Odia Rashiphala

କୌଣସି କାର୍ଯ୍ୟ କରିବାକୁ ଯାଇ ଅସୁବିଧାରେ ପଡ଼ି ପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅର୍ଥ ଟାଣ-ଟୁଣ ରହିବ । କେବଳ ଯୁଗ୍ମ-ବ୍ୟବସାୟ ଲାଭଜନକ ହେବ । ସ୍ୱାଭିମାନୀ ହେବେ । ସତର୍କରେ ଚଳିବାକୁ ପଡବ ।
ଗୃହକାର୍ଯ୍ୟରେ ମନୋନିବେଶ କରିପାରନ୍ତି । ବନ୍ଧୁ ମିଳନ ଘଟିବାର ସଯୋଗ ସୃଷ୍ଟିହୋଇଛି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ମିଷ୍ଟାନ୍ନ ଭୋଜନ ମିଳିବ ।
ବୃଦ୍ଧି ପାଉଥିବା ଶତ୍ରୁତାର ଅବସାନ ଘଟାଇ ମାନସିକ ଶାନ୍ତିଫେରି ପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି । ଋଣ ପରିଶୋଧ କରିବାରେ ସକ୍ଷମ ହେବେ ।
ଆୟ ଆଶାନୁରୂପ ହୋଇପାରେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଅର୍ଥ ପ୍ରାପ୍ତିର ସୁଯୋଗ ଜୁଟିଛି । ସୁ-ସମ୍ବାଦ ପାଇ ସନ୍ତୁଷ୍ଟ ହେବେ । ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ । ପଢ଼ାପଢ଼ିରେ ମନୋନିବେଶ କରିବେ ।
ଧନ ପ୍ରାପ୍ତି ହେତୁ ସୁଖ ମିଳିବ । ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦିଅଁ ଦର୍ଶନ କରିବାର ସୌଭାଗ୍ୟ ଉଦୟ ହୋଇଛି ।
ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି । ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ଆକସ୍ମିକ ସମସ୍ୟା ଦେଖା ଦେଇପାରେ । ବିଭିନ୍ନ ଦିଗରୁ ଧନଲାଭର ସୂଚନା ମିଳୁଛି । ଯାନବାହନ ସୁଖ ମିଳିପାରେ । ନୀତିନିଷ୍ଠ ହେବେ । ତ୍ୟାଗପୂତ ଜୀବନ ବିତାଇବେ ।
ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ଆୟ ଯଥେଷ୍ଟ ପରିମାଣର ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିପାରେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ ।
ଧନ ସଞ୍ଚୟ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । ଧନବାନ୍ ଓ ଗୁଣଜ୍ଞ ହୋଇପାରନ୍ତି । ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । ବିତର୍କରୁ ଓହରି ଯବେ ।
ଧନ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ । ସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‍କର୍ମରେ ମନକୁ ନିୟୋଜିତ କରିପାରନ୍ତି । ଦିନଟି ଫଳଦାୟକ ହେବ । ଯେକୌଣସି ସୂତ୍ରରୁ ଧନାଗମ ହୋଇପାରେ।
ନୂତନ ଅଭିଜ୍ଞତା ଅର୍ଜନ କରିପାରନ୍ତି । ଆୟ ଯଥେଷ୍ଟ ପରିମାଣର ହୋଇପାରେ । ଶୁଭ ସମାଚାର ଆନନ୍ଦ ଦାୟକ ହେବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହୋଇପାରେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ କରଣୀୟ । ବିଜୟୀ ହେବେ ।
ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି । କ୍ଷମତାର ଅଭିବୃଦ୍ଧି ଘଟିବ । ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦରେ ବିଜୟୀ ହେବେ ।
ଅଭିଜ୍ଞତାକୁ କାର୍ଯ୍ୟରେ ଲଗାଇ ଉପକୃତ ହେବେ । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ପ୍ରତିଯୋଗିତାରେ ବିଜୟୀ ହେବେ । ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ । ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ । ଯେକୌଣସି ସୂତ୍ରରୁ ଅର୍ଥ ମିଳିପାରେ । ଧର୍ମ-କର୍ମ ସଂପାଦନ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments